୨ୟ କରନ୍ତିୟ 7:8 - ସତିଅର୍ ବାଟ୍ ନୁଆ ନିୟମ୍ 20208 ମର୍ ଚିଟିର୍ଲାଗି ତମେ ଦୁକ୍ ଅଇରଇଲେ ମିସା, ସେ ଚିଟି ତମ୍କେ ପାଟାଇଲି ବଲି, ମୁଇ ଦୁକ୍ କରିନାଇ । ସେ ଚିଟିର୍ ଲାଗି ତମେ ଚନେକର୍ ପାଇ ଦୁକ୍ କରିରଇଲାସ୍ ଜେ ଜାନିକରି, ମୁଇ ମିସା ଦୁକ୍ ଅଇରଇଲି, ଏଟା ସତ୍ । အခန်းကိုကြည့်ပါ။ |
ତମ୍କେ ଦୁକ୍ ଦେଇକରି ପର୍ମେସର୍ କାଇଟା କଲାଆଚେ ଦେକିଦେକା । ଜେନ୍ତିକି ଏବେ ତମେ ଟିକ୍ ଚଲାଚଲ୍ତି କର୍ବାକେ ମନ୍ କଲାସ୍ନି, ବୁଲ୍ କାମ୍ କରୁନାଇ ବଲି ବୁଜାଇବାକେ ଚେସ୍ଟା କଲାସ୍ନି, ଲାଜ୍ ପାଇବା କାମ୍ କର୍ବାକେ ବାକାନ୍ଲାସ୍ନି, ଡରିକରି ଆଚାସ୍, ଆମେ ଆରିତରେକ୍ ବେଟ୍ ଅଇବୁ ବଲି ମନ୍ କଲାସ୍ନି, ମକେ ସାର୍ଦା କରାଇବାକେ ମନ୍ କଲାସ୍ନି, ପାପ୍ କଲା ଲକ୍କେ ଦାପ୍ରେ ଡଣ୍ଡ୍ ଦେଲାସ୍, ଏଟା ସବୁ କଲାକେ ସେ କରିରଇବା ପାପେ ତମର୍ କାଇ ବୁଲ୍ ନାଇ ।
ଅବ୍କା ସେ ଆଇଲାକେସେ ଆମେ ସାର୍ଦା ଅଉନାଇ, ମାତର୍ ତମର୍ ଲାଗି ତିତସ୍ ବେସି ସାର୍ଦା ଅଇଗାଲା ବଲି ଆମ୍କେ କଇଲାର୍ପାଇ ମିସା ସାର୍ଦା ଅଇଲୁ । ତମେ ମକେ ଦେକ୍ବାକେ ମନ୍ କଲାସ୍ନି ବଲି ମିସା ସେ କଇଲା । ଆରି ତେଇ ମକେ ଜେତ୍କି ଗଟ୍ଲା, ସେଟାର୍ପାଇ ଦୁକ୍ ଅଇକରି ଆଚାସ୍ । ଆରି ତମେ ମର୍ବାଟେ ଅଇକରି କଇବାକେ ମିସା ରାଜିଆଚାସ୍ । ଏଟାମନ୍ ସବୁ ସୁନିକରି ମୁଇ ବେସି ସାର୍ଦା ଅଇଗାଲି ।