୨ୟ କରନ୍ତିୟ 7:9 - ସତିଅର୍ ବାଟ୍ ନୁଆ ନିୟମ୍ 20209 ମାତର୍ ମୁଇ ଏବେ ସାର୍ଦାସଙ୍ଗେ ଆଚି । ତମ୍କେ ଦୁକ୍ଦେଇ ଆଚି ବଲିକରି ନାଇ, ମାତର୍ ସେ ଦୁକର୍ ଲାଗି ତମେ ତମର୍ ଚଲାଚଲ୍ତି ବଦ୍ଲାଇଲାସ୍ । ସେ ଆସିରଇବା ଦୁକ୍ ପର୍ମେସରର୍ ମନ୍ କଲା ଇସାବେ ଅଇବାଟା । ଜେନ୍ତିକି ମାନିଆଇସା । ସେନ୍ତାର୍ଆଲେ ଆମେ ତମର୍ ପାଇ କାଇ ବାଦା ଆନୁନାଇ । အခန်းကိုကြည့်ပါ။ |
ବାଇମନ୍ ଆମେ ବଡ୍ପନ୍ ଅଇକରି କଇବା ଗଟେକ୍ କାତା ଆଚେ । ସେଟା ଆମେ ସତ୍ ବଲି ଜାନ୍ଲୁନି ଆରି ସେଟା ଅଇଲାନି, । ସବୁଲକର୍ଟାନେ ଆରି, ତମର୍ଟାନେ ମିସା ଆମର୍ ଚଲାଚଲ୍ତି ସୁକଲ୍ ଆରି ଦରମ୍ ଆଚେ । ଏଟା ଆମର୍ ବିବେକ୍ ସାକି ଦେଲାନି । ଲକ୍ମନର୍ ଗିଆନ୍ ଇସାବେ ଆମେ କରୁନାଇ, ମାତର୍ ପର୍ମେସରର୍ ଜିବନ୍ ଦୁକାଇଲା ବପୁର୍ ସଙ୍ଗ୍ ଏ ସବୁଜାକ କଲୁନି ।