12 କାଇକେ ବଇଲେ ଜଦି ତମ୍କେ ଦାନ୍ ଦେବାକେ ମନ୍ଆଚେ, ତମର୍ ପାର୍ବା ଏତେକ୍ ଦେଲାସ୍ନି । ତମେ ଦେବାଟା ପର୍ମେସର୍ ସଙ୍ଗଇସି । କାଇକେବଇଲେ, ତମେ ନାପାର୍ବା ଏତ୍କି ଦିଆ ବଲି ମାଙ୍ଗେ ନାଇ ।
ସେନ୍ତାରି ଦୁଇ ଅଜାର୍ଟା ନେଇରଇଲା ଚାକର୍ ମିସା ଆରି ଦୁଇ ଅଜାର୍ ଲାବ୍କଲା ।
“ଦୁଇ ଅଜାର୍ ରୁପାଟାଙ୍ଗା ନେଇ ରଇଲା ଚାକର୍ ଆସି କଇଲା, ସାଉକାର୍ ତମେ ମକେ ଦୁଇ ଅଜାର୍ ଦେଇ ରଇଲାସ୍, ମୁଇ ଆରି ଦୁଇ ଅଜାର୍ ଲାବ୍ କଲିଆଚି ।”
କେ ସାନ୍ ବିସଇ ସତ୍ସଙ୍ଗ୍ କର୍ସି, ସେ ବଡ୍ ବିସଇ ସତ୍ସଙ୍ଗ୍ କର୍ସି । ସେନ୍ତାର୍ସେ କେ ସାନ୍ ବିସଇ ନେଇକରି ସତ୍ କାମ୍ ନ କରେ ସେ ବଡ୍ ବିସଇତେଇ ମିସା ସତ୍ କାମ୍ ନ କରେ ।
ତେବେ ତମେ ସେଟା କରା, ଆରି ଦେବାଟା ସାରାଇଦିଆସ୍ । ତମେ ବେସି ସାର୍ଦା ଅଇ ମୁଲିଆଇଲାସ୍ । ସେନ୍ତାରିସେ ସାର୍ଦା ଅଇ ସାରାଇବାର୍ ଆଚେ । ଗଟେକ୍ ଗଟେକ୍ ଲକ୍ ଜେତ୍କି ଦେଇପାରାସ୍, ସେତ୍କି ଦେଇ ସାରାଇଦିଆସ୍ ।
ତମର୍ ବାଇମନ୍କେ ସାଇଜ କରିକରି ତମର୍ଟା ଉନା ଅଇଜାଅ ବଲି ମୁଇ ମନ୍ କରିନାଇ । ମାତର୍ ଏବେ ତମର୍ ଟାନେ ଜବର୍ ଆଚେଜେ, ଜାକେ ଲଡାଆଚେ, ତାକେ ସାଇଜ କର୍ବାଟା ଟିକ୍ ରଇସି ।
କାଲି ସେତ୍କିରେ ନଏଁଁ, ତମେ ଦେଇରଇବା ଆଲାଦର୍ ଦାନ୍ ଆମେ ଲଡା ରଇବା ବାଇମନର୍ ଲଗେ ନେବାବେଲେ, ଆମର୍ ସଙ୍ଗ୍ ଜିବାକେ ସବୁ ବିସ୍ବାସିମନ୍ ତାକେ ବାଚିକରି ପାଟାଇଆଚତ୍ । ଏଟା ପର୍ମେସର୍ ଡାକ୍ପୁଟା ପାଇବାକେ ଆରି ତମ୍କେ ସାଇଜ କର୍ବାକେ ଆମେ ସାର୍ଦା ଅଇକରି ଏନ୍ତାରି କଲୁନି ।
ଦାନ୍ ଦେବାକେ ତମେ ଜେନ୍ତି କାତାବାର୍ତା ଅଇଆଚାସ୍, ସେନ୍ତାରି ଦେବାର୍ଆଚେ । ଦୁକ୍ ଅଇକରି ନାଇ କି କେ ବାଇଦ କଲାର୍ପାଇ ନାଇ । କାଇକେବଇଲେ ତମେ ସାର୍ଦା ସଙ୍ଗ୍ ଦେଲେ ପର୍ମେସର୍ ସେଟା ମନ୍ କର୍ସି ।
ତାକେ ବିସ୍ବାସ୍ କର୍ବା ସବୁଲକ୍କେ ପର୍ମେସର୍ ବିନ୍ ବିନ୍ ଦାନ୍ ସର୍ପିଦେଲା ଆଚେ । ଗଟେକ୍ ବିସ୍ବାସ୍ ରଇବା ଗତିଦାଙ୍ଗ୍ଡା ପାରା ସେ ଦେଇରଇବା ଦାନ୍ ବିନ୍ ଲକର୍ ମଙ୍ଗଲ୍ ଅଇବାକେ ଦିଆସ୍ ।