13 ତମର୍ ବାଇମନ୍କେ ସାଇଜ କରିକରି ତମର୍ଟା ଉନା ଅଇଜାଅ ବଲି ମୁଇ ମନ୍ କରିନାଇ । ମାତର୍ ଏବେ ତମର୍ ଟାନେ ଜବର୍ ଆଚେଜେ, ଜାକେ ଲଡାଆଚେ, ତାକେ ସାଇଜ କର୍ବାଟା ଟିକ୍ ରଇସି ।
ତାକର୍ ଦଲେ ଜିଇବା କାଇବାକେ କାକେ ମିସା ଅବାବ୍ ନ ରଇଲା । ଜନ୍ ଲକ୍ମନ୍କେ ଗର୍ ଆରି ଜମିରଇଲା, ସେମନ୍ ସେଟା ବିକିକରି ଡାବୁ ଆନି,
କାଇକେ ବଇଲେ ଜଦି ତମ୍କେ ଦାନ୍ ଦେବାକେ ମନ୍ଆଚେ, ତମର୍ ପାର୍ବା ଏତେକ୍ ଦେଲାସ୍ନି । ତମେ ଦେବାଟା ପର୍ମେସର୍ ସଙ୍ଗଇସି । କାଇକେବଇଲେ, ତମେ ନାପାର୍ବା ଏତ୍କି ଦିଆ ବଲି ମାଙ୍ଗେ ନାଇ ।
ଏନ୍ତାରିକଲେ, ତମ୍କେ ଜେଡେବେଲେ ଲଡା ପଡ୍ସି, ଆରି ସେମନ୍କେ ଜବର୍ ରଇଲେ, ସେମନ୍ ତମ୍କେ ସାଇଜ କର୍ବାଇ । ଏନ୍ତାରି ଦୁଇ ବାଟର୍ ଲକ୍ ସମାନ୍ ଇସାବେ ପାଇବାଇ ।