୨ୟ କରନ୍ତିୟ 8:2 - ସତିଅର୍ ବାଟ୍ ନୁଆ ନିୟମ୍ 20202 ବେସି ବଡ୍ ଦୁକ୍ କସ୍ଟ ପାଇ, ମୁର୍ଚି ରଇକରି, ତେଇ ସେମନ୍ ବେସି ସାର୍ଦା କଲାଇ । ତାକର୍ ସାର୍ଦା ଏତେକ୍ ବଡିଜାଇରଇଲା ଜେ ସେମନ୍ ଅର୍କିତ୍ ଅଇରଇଲେ ମିସା ତାକର୍ ବିସ୍ବାସି ବାଇମନର୍ ପାଇ ବେସି ବେସି ଦାନ୍ କଲାଇ । အခန်းကိုကြည့်ပါ။ |
ବିନ୍ ଲକ୍ମନ୍କେ ସାର୍ଦା କରାଇବାକେ ବପୁ ଦେଇରଇଲେ, ସେଟା କର୍ତେ ରଉଁ । ଅର୍କିତ୍ ଲକ୍ମନ୍କେ ଦାନ୍ କର୍ବା ବପୁ ଦେଇରଇଲେ, କାଇଟା ନ ବାବିକରି ଦାନ୍ କରୁ । ବିନ୍ ଲକର୍ କାମ୍କେ ଦେକାରକା କର୍ବା ଅଦିକାର୍ ଦେଇରଇଲେ, ନିଜେ ବେସି କାମ୍ କର୍ବାର୍ଆଚେ । ଜଦି ବିନ୍ ଲକ୍ମନ୍କେ ଦୟା ଦେକାଇବା ବପୁ ଦେଲାଆଚେ, ବିଜାର୍ ନ ଅଇ ସାର୍ଦା ସଙ୍ଗ୍ କର୍ବାର୍ ଆଚେ ।
ବାଇମନ୍ ଆମେ ବଡ୍ପନ୍ ଅଇକରି କଇବା ଗଟେକ୍ କାତା ଆଚେ । ସେଟା ଆମେ ସତ୍ ବଲି ଜାନ୍ଲୁନି ଆରି ସେଟା ଅଇଲାନି, । ସବୁଲକର୍ଟାନେ ଆରି, ତମର୍ଟାନେ ମିସା ଆମର୍ ଚଲାଚଲ୍ତି ସୁକଲ୍ ଆରି ଦରମ୍ ଆଚେ । ଏଟା ଆମର୍ ବିବେକ୍ ସାକି ଦେଲାନି । ଲକ୍ମନର୍ ଗିଆନ୍ ଇସାବେ ଆମେ କରୁନାଇ, ମାତର୍ ପର୍ମେସରର୍ ଜିବନ୍ ଦୁକାଇଲା ବପୁର୍ ସଙ୍ଗ୍ ଏ ସବୁଜାକ କଲୁନି ।