20 ଆମର୍ ଲାଗି ସେବା କାମର୍ ପାଇ ତମେ ଆଲାଦ୍ ସଙ୍ଗ୍ ଦେଇ ଜମାଇରଇଲା ଏ ଡାବୁ ଜନ୍ଟାକି ଆମେ ଦାରିଗାଲୁନି, । ଏ ଡାବୁ ବିସଇନେଇ ଆମ୍କେ କେ ମିସା ନିନ୍ଦା ନ କରତ୍ । ସେଟାର୍ପାଇ ଆମେ ଜାଗ୍ରତ୍ ଅଇଆଚୁ ।
“ସୁନା, ବାଲିଆଡୁର୍କାମନର୍ ବିତ୍ରେ ମେଣ୍ଡାମନ୍କେ ପାଟାଇଲା ପାରା ମୁଇ ତମ୍କେ ପାଟାଇଲିିିନି । ସାଁପର୍ ପାରା ଚାଲାକି ଅଇ ପରୁଆପାରା ସୁଆଲ୍ ଉଆ ।
ଜଦି ଆରି କନ୍ ରକାମ୍ ଚଲାଚଲ୍ତି ପର୍ମେସରର୍ ମନ୍କେ ଜାଏ ନାଇ ବଲି କେତେଟା ବିସ୍ବାସି ବାବ୍ବାଇ, ମାତର୍ ସେଟା ବଲ୍ ବଲି ତମେ ବାବ୍ସା ବଇଲେ ସେଟା କରା ନାଇ । ସେନ୍ତାର୍ଆଲେ ସେଟା ନିକ ନଏଁ ବଲି କେ ବାବିନାପାରତ୍ ।
ମୁଇ ଆଇଲାବେଲେ ତମେ ବାଚିରଇବା ଲକ୍ମନ୍କେ ଗଟେକ୍ ଚିଟି ଲେକିଦେବି ଆରି ସେମନ୍ ଜମାଇଲା ଡାବୁ ଆରି ସେମନ୍କେ ଜାନାଇବା ଚିଟି ଦାରି, ଜିରୁସାଲାମ୍ ଜିବାଇ ।
ମୁଇ ତମର୍ଟାନେ ଅନି କାଇକେ ବୁତି ନେଇନାଇ ବଇଲେ, ଜେନ୍ତାରିକି ତମର୍ ଟାନେ ରଇବା ବିନ୍ ପେରିତ୍ମନ୍ ବଡ୍ପନ୍ ଅଇକରି, ଆମେ ପର୍ମେସର୍ ପାଇ କର୍ବା କାମ୍ ସମାନ୍ ଆଚେ ବଲି କଇନାପାରତ୍ ।
କାଲି ସେତ୍କିରେ ନଏଁଁ, ତମେ ଦେଇରଇବା ଆଲାଦର୍ ଦାନ୍ ଆମେ ଲଡା ରଇବା ବାଇମନର୍ ଲଗେ ନେବାବେଲେ, ଆମର୍ ସଙ୍ଗ୍ ଜିବାକେ ସବୁ ବିସ୍ବାସିମନ୍ ତାକେ ବାଚିକରି ପାଟାଇଆଚତ୍ । ଏଟା ପର୍ମେସର୍ ଡାକ୍ପୁଟା ପାଇବାକେ ଆରି ତମ୍କେ ସାଇଜ କର୍ବାକେ ଆମେ ସାର୍ଦା ଅଇକରି ଏନ୍ତାରି କଲୁନି ।
କାଇକେ ବଇଲେ ଆମେ କର୍ବା କାମ୍ ସବୁ ଟିକ୍ ରଇବାର୍ ଆଚେ । ଅବ୍କା ପର୍ମେସର୍ ଦେକ୍ବା ଇସାବେସେ ନାଇ ମାତର୍ ଲକ୍ମନ୍ ଦେକ୍ବା ଇସାବେ ମିସା ଅ ।
ତେବେ ତମର୍ ଚଲାଚଲ୍ତି କର୍ବାଟାନେ ଜାଗ୍ରତ୍ ରୁଆ । ବକୁଆ ଲକ୍ମନର୍ପାରା ନ ଅଇ ବୁଦିରଇବା ଲକର୍ପାରା ରୁଆ ।
ସବୁ ରକାମର୍ କାରାପ୍ କାମେଅନି ଦୁରିକେ ରୁଆ ।