୨ୟ କରନ୍ତିୟ 8:3 - ସତିଅର୍ ବାଟ୍ ନୁଆ ନିୟମ୍ 20203 ସେମନ୍ ଜେତ୍କି ଦେବାର୍ ରଇଲା, ତାର୍ତେଇଅନି ଅଦିକ୍ ଦେଲାଇ ବଲି ମୁଇ ସାକି ଦେଲିନି । ଦେବାର୍ ମନ୍ ରଇଲାକେ ନିଜର୍ ମନ୍ କଲା ଇସାବେ ଦେଲାଇ । အခန်းကိုကြည့်ပါ။ |
ଜନ୍ ଲକ୍ମନ୍ କବର୍ ଜାନାଇଲାଇନି, ଆମେ ପର୍ମେସରର୍ କବର୍ ଜାନାଇଲୁନି, ବଲି ଜାଗ୍ରତ୍ ରଇବାର୍ ଆଚେ । ଜନ୍ ଲକ୍ମନ୍ ତାକର୍ ବାଇବଇନିମନ୍କେ ସେବା କଲାଇନି, ଆମେ ପର୍ମେସର୍ ବପୁ ଦେଲାକେସେ, ସେବାକଲୁନି ବଲି ଏତାଅତ୍ । ତମେ କରିରଇବା ସବୁ କାମେ ଜିସୁକିରିସ୍ଟର୍ଟାନେଅନି ପର୍ମେସର୍ ଡାକ୍ପୁଟା ପାଅ । ସେ ଆକା କାଲ୍ କାଲ୍ ଜୁଗ୍ ଜୁଗ୍ ମଇମା ଆରି ବପୁ ପାଇସି । ଆମେନ୍ !
ତମେ ଦେକାରକା କର୍ବା ବିସ୍ବାସିମନ୍କେ ଜତନ୍ କରା । କାଇକେବଇଲେ ସେମନ୍ ପର୍ମେସରର୍ ମେଣ୍ଡାରାସି ପାରା । ପର୍ମେସର୍ ସେ ଲକ୍ମନ୍କେ ତମ୍କେ ସର୍ପିଦେଇଆଚେ । ତମେ ସାର୍ଦାସଙ୍ଗ୍ ତାକର୍ ଜତନ୍ ନେବାର୍ଆଚେ । କାଇକେବଇଲେ ସେଟା ସେ ମନ୍ କଲାନି । ଡାବୁ ଆସା ଅଇକରି ଏ କାମ୍ କର୍ବାର୍ ନାଇ । ତାର୍ବାଦୁଲେ, ପର୍ମେସର୍କେ ଆରି ତାର୍ ଲକ୍ମନ୍କେ ସେବାକର୍ବାକେ ମନ୍ କରି ସେଟା କରା ।