୨ୟ କରନ୍ତିୟ 8:4 - ସତିଅର୍ ବାଟ୍ ନୁଆ ନିୟମ୍ 20204 ଜିଉଦା ଦେସେ ରଇବା ପର୍ମେସରର୍ ଲକ୍ମନ୍କେ ସାଇଜ କର୍ବାକେ ସେମନ୍ ମିସା ମିସତ୍ ବଲି ଆମ୍କେ ବାବୁଜିଆ କଲାଇ । အခန်းကိုကြည့်ပါ။ |
ବିନ୍ ଲକ୍ ଦେକ୍ବା ଇସାବେ, ସେ ବେସି ଦରମ୍ ଅଇ, ବିନ୍ ଲକ୍କେ ସାଇଜ କର୍ବାର୍ ଆଚେ । ଜେନ୍ତାରି କି ନିଜର୍ ପିଲାମନ୍କେ ନିକ ସଙ୍ଗ୍ ବଡାଇରଇସି, ଆଇଲା ଲକ୍ମନ୍କେ ଗତିଆ ଇସାବେ ଡାକ୍ସି, ପର୍ମେସରର୍ ସୁକଲ୍ ଲକ୍ମନର୍ ଗଡ୍ ଦଇଦେଇସି, ଦୁକ୍ କସ୍ଟେ ରଇବା ଲକ୍ମନ୍କେ ସାଇଜ କର୍ସି, ଲକ୍ମନ୍କେ ସାଇଜ କର୍ବାକେ ବିନ୍ ବିନ୍ କାମ୍ କର୍ତେରଇସି ।