୨ୟ କରନ୍ତିୟ 8:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 ତମେ ବେସି ବିସଇଟାନେ ପୁରାପୁରୁନ୍ ଆଚାସ୍ । ସବୁ ବିସଇଟାନେ ସାଉକାର୍ ଅଇଆଚାସ୍ । ବିସ୍ବାସେ ଡାଁଟ୍ଆଚାସ୍, ବାକିଅ ସିକାଇବାକେ ଜାନିଆଚାସ୍, ବାକିଅତେଇ ତମର୍ ଗିଆନ୍ ଜବର୍ ଆଚେ, ସଙ୍ଗର୍ ବିସ୍ବାସିମନ୍କେ ସାଇଜ କର୍ବାଟା ଆରି ଆମର୍ପାଇ ରଇବା ତମର୍ ଆଲାଦ୍ ବେସି ବଡ୍ ଆଚେ । ସେନ୍ତାରିସେ ଦାନ୍ ଦେବାଟାନେ ମିସା ଅଦିକ୍ ଅଦିକ୍ ଦିଆସ୍ ବଲି ଆମେ ମନ୍ କଲୁନି । အခန်းကိုကြည့်ပါ။ |
ଅବ୍କା ସେ ଆଇଲାକେସେ ଆମେ ସାର୍ଦା ଅଉନାଇ, ମାତର୍ ତମର୍ ଲାଗି ତିତସ୍ ବେସି ସାର୍ଦା ଅଇଗାଲା ବଲି ଆମ୍କେ କଇଲାର୍ପାଇ ମିସା ସାର୍ଦା ଅଇଲୁ । ତମେ ମକେ ଦେକ୍ବାକେ ମନ୍ କଲାସ୍ନି ବଲି ମିସା ସେ କଇଲା । ଆରି ତେଇ ମକେ ଜେତ୍କି ଗଟ୍ଲା, ସେଟାର୍ପାଇ ଦୁକ୍ ଅଇକରି ଆଚାସ୍ । ଆରି ତମେ ମର୍ବାଟେ ଅଇକରି କଇବାକେ ମିସା ରାଜିଆଚାସ୍ । ଏଟାମନ୍ ସବୁ ସୁନିକରି ମୁଇ ବେସି ସାର୍ଦା ଅଇଗାଲି ।