୨ୟ କରନ୍ତିୟ 9:1 - ସତିଅର୍ ବାଟ୍ ନୁଆ ନିୟମ୍ 20201 ଜିଉଦାଦେସେ ରଇବା ପର୍ମେସରର୍ ଲକ୍ମନ୍କେ ଦାନ୍ ଦେଇ ପାଟାଇତେରଇବା ଡାବୁ ବିସଇ ତମ୍କେ ଆରି ମୁଇ ନ ଲେକି । အခန်းကိုကြည့်ပါ။ |
ମାତର୍ ତମେ ନାଡାଇ ନ ଉଆସ୍ । କାଇକେବଇଲେ କିରିସ୍ଟ ତାର୍ ସୁକଲ୍ଆତ୍ମା ତମ୍କେ ଦେଇଆଚେ । ସେ ସୁକଲ୍ଆତ୍ମା ଏବେ ମିସା ତମର୍ ବିତ୍ରେ ଆଚେ । ତେବର୍ପାଇ କେ ମିସା ବିନ୍ ଲକ୍ ତମ୍କେ ସିକାଇବାକେ ଲଡାନାଇ । ସୁକଲ୍ଆତ୍ମା ତମ୍କେ ସବୁ ବିସଇର୍ ସତ୍ ସିକାଇସି । ତେଇ ସେ ଜନ୍ଟା ସିକାଇସି, ସେଟା ପୁରାପୁରୁନ୍ ସତ୍ । ତେଇ କାଇ ବୁଲ୍ ବିସଇ ନ ରଏ । ତେବର୍ପାଇ ମୁଇ ତମ୍କେ କଇଲିନି, କିରିସ୍ଟର୍ ସଙ୍ଗ୍ ମିସିରୁଆ ।