୨ୟ କରନ୍ତିୟ 9:11 - ସତିଅର୍ ବାଟ୍ ନୁଆ ନିୟମ୍ 202011 ସେ ତମ୍କେ ସାଉକାର୍ କରାଇସି । ଜେନ୍ତାରି କି ତମେ ସବୁବେଲେ ଜବର୍ ଦେଇପାରାସ୍ । କାଇକେବଇଲେ ଆମର୍ଟାନେଅନି ପାଇରଇବା, ତମେ ଦେଲା ଦାନର୍ପାଇ ବେସି ଲକ୍ ପର୍ମେସର୍କେ ଦନିଅବାଦ୍ ଦେବାଇ । အခန်းကိုကြည့်ပါ။ |
ବିନ୍ ଲକ୍ମନ୍କେ ସାର୍ଦା କରାଇବାକେ ବପୁ ଦେଇରଇଲେ, ସେଟା କର୍ତେ ରଉଁ । ଅର୍କିତ୍ ଲକ୍ମନ୍କେ ଦାନ୍ କର୍ବା ବପୁ ଦେଇରଇଲେ, କାଇଟା ନ ବାବିକରି ଦାନ୍ କରୁ । ବିନ୍ ଲକର୍ କାମ୍କେ ଦେକାରକା କର୍ବା ଅଦିକାର୍ ଦେଇରଇଲେ, ନିଜେ ବେସି କାମ୍ କର୍ବାର୍ଆଚେ । ଜଦି ବିନ୍ ଲକ୍ମନ୍କେ ଦୟା ଦେକାଇବା ବପୁ ଦେଲାଆଚେ, ବିଜାର୍ ନ ଅଇ ସାର୍ଦା ସଙ୍ଗ୍ କର୍ବାର୍ ଆଚେ ।