12 ତମେ କର୍ବା ଏ ନିକ କାମର୍ ଲାଗି ପର୍ମେସରର୍ ଲକ୍ମନ୍କେ ଲଡାକେ ଆଇବା ବିସଇ ପୁରାପୁରୁନ୍ ଅଇଲାନି । ଆରି ପର୍ମେସର୍ଟାନେ ଦନିଅବାଦ୍ ଆଜାଡି ଅଇଲାପାରା ମିସା ଅଇଲାନି ।
ତମେ ଆମର୍ ପାଇ ପାର୍ତନା କରି ଆମ୍କେ ସାଇଜ କର୍ବାର୍ ଆଚେ । ସେନ୍ତାର୍ କଲେ ପର୍ମେସର୍ ସବୁ ପାର୍ତନାଇ ମାଙ୍ଗ୍ଲାଟା ପାଟାଇସି । ଆରି ବେସି ଲକ୍ ପର୍ମେସର୍କେ ଦନିଅବାଦ୍ ଦେବାଇ । କାଇକେବଇଲେ ସେ ଆମ୍କେ ଆସିର୍ବାଦ୍ କଲାଆଚେ ।
କାଇକେବଇଲେ ଜେନ୍ତିକି କିରିସ୍ଟର୍ତେଇ ମିସ୍ଲାର୍ପାଇ ଆମର୍ ଦୁକ୍, କସ୍ଟ ଅଦିକ୍ ଅଦିକ୍ ଅଇଆଚେ, ସେନ୍ତାରିସେ କିରିସ୍ଟର୍ ଲାଗି ଆମର୍ ଦୁକ୍ ସାରାଇବାଟା ମିସା ଅଦିକ୍ ଅଦିକ୍ ଅଇଲାନି ।
ଜିଉଦା ଦେସେ ରଇବା ପର୍ମେସରର୍ ଲକ୍ମନ୍କେ ସାଇଜ କର୍ବାକେ ସେମନ୍ ମିସା ମିସତ୍ ବଲି ଆମ୍କେ ବାବୁଜିଆ କଲାଇ ।
ଜିଉଦାଦେସେ ରଇବା ପର୍ମେସରର୍ ଲକ୍ମନ୍କେ ଦାନ୍ ଦେଇ ପାଟାଇତେରଇବା ଡାବୁ ବିସଇ ତମ୍କେ ଆରି ମୁଇ ନ ଲେକି ।
ମାତର୍ ଆମର୍ ବାଇ ଏପାପର୍ଦିତକେ ତମର୍ଟାନେ ପାଟାଇବି ବଲି ମୁ ମନେ ମନେ ବାବ୍ଲିନି । ସେ ମର୍ ସଙ୍ଗ୍ କାମ୍ କରି ସୁବ୍କବରର୍ ଦେକାରକା ପାଇ ଆବଡ୍ କଲା । ତମର୍ ବାଦୁଲେ ମର୍ ସବୁ ବିସଇ ପୁରାପୁରୁନ୍ କର୍ବାକେ ତାକେ ତମେ ପାଟାଇରଇଲାସ୍ ।
ଜଦି କାକେମିସା ବଁଚ୍ବାକେ ତାର୍ ଲଡାକେ ଲାଗ୍ବାଟା ସବୁ ବିସଇଆଚେ, ଆରି ତାର୍ ବିସ୍ବାସି ବାଇକେ ଲଡାଆଚେ ବଲି ସେ ଜାନେ, ମାତର୍ ତାର୍ପାଇ ଜିବନ୍ ଦୁକାଏ ନାଇ, ସେ ମୁଇ ପର୍ମେସର୍କେ ଆଲାଦ୍ କଲିନି ବଲି କଇନାପାରେ ।