14 ପର୍ମେସର୍ ଜିବନ୍ ଦୁକାଇ ତମ୍କେ ଦୟା ଦେକାଇଲାର୍ପାଇ ସେମନ୍ ବେସି ଆଲାଦ୍ ଅଇକରି ତମର୍ପାଇ ପାର୍ତନା କର୍ବାଇ ।
ଆରି ଜିସୁ କଇଲା, “ସେଟାର୍ ପାଇ ମୁଇ ତମ୍କେ କଇଲିନି, ଲକ୍ମନ୍କେ ଏ ଦୁନିଆର୍ ଦନ୍ ଦେଇ କରି ନିଜର୍ ନିଜର୍ ପାଇ ମଇତର୍ କରା । ସେନ୍ତାରି କଲେ ଜେଡେବଲ୍ ତମର୍ ଦୁନିଆର୍ ଦନ୍ ସାରିଜାଇସି, ପର୍ମେସର୍ ତମ୍କେ କାଲ୍କାଲ୍ ଜୁଗ୍ଜୁଗ୍ ରଇବା ଗରେ ଡାକି ନେଇସି ।
ତମର୍ ଲଗେ ଆଇବାକେ ମୁଇ ବେସି ମନ୍ କଲିନି । ମର୍ ପାଇରଇଲା ଆତ୍ମାର୍ ଦାନ୍ ବିସଇ ଜାନାଇବାଟାନେଅନି ତମର୍ ବିସ୍ବାସ୍ ଡାଟ୍ କରାଇବି ।
ତମେ ଆମର୍ ପାଇ ପାର୍ତନା କରି ଆମ୍କେ ସାଇଜ କର୍ବାର୍ ଆଚେ । ସେନ୍ତାର୍ କଲେ ପର୍ମେସର୍ ସବୁ ପାର୍ତନାଇ ମାଙ୍ଗ୍ଲାଟା ପାଟାଇସି । ଆରି ବେସି ଲକ୍ ପର୍ମେସର୍କେ ଦନିଅବାଦ୍ ଦେବାଇ । କାଇକେବଇଲେ ସେ ଆମ୍କେ ଆସିର୍ବାଦ୍ କଲାଆଚେ ।
ଏ ମର୍ ବାଇବଇନିମନ୍, ମାସିଦନିଆର୍ ବିସ୍ବାସିମନ୍କେ ପର୍ମେସର୍ ଜିବନ୍ଦୁକାଇ ରଇଲାର୍ପାଇ ତେଇ କାଇଟା ଗଟ୍ଲା, ସେଟା ତମେ ଜାନିରୁଆ ବଲି ମୁଇ ମନ୍ କଲୁନି ।
ତମେ କର୍ବା ଏ ନିକ କାମ୍ ଦେକିକରି ଲକ୍ମନ୍ ପର୍ମେସର୍କେ ମଇମା କର୍ବାଇ । କାଇକେବଇଲେ ବିସ୍ବାସ୍ କରିରଇବା କିରିସ୍ଟର୍ ସୁବ୍କବର୍ ତମେ ମାନ୍ଲାସ୍ନି । ଆରି ସେମନ୍କେ ଆରି ବିନ୍ଲକ୍ମନ୍କେ ମିସା ଜବର୍ ଦେଲାସ୍ନି ।
ପର୍ମେସରର୍ ବେସି ମୁଲିଅ ରଇବା ଦାନର୍ପାଇ ଆମେ ତାକେ ଦନିଅବାଦ୍ ଦେଉଁ ।
ମୁଇ ତମ୍କେ ସବୁ ଲକ୍କେ ଆରିତରେକ୍ ଦେକ୍ବି ବଲି ମନ୍ କଲିନି । ଏ ବିସଇତେଇ ନିଜେ ପର୍ମେସର୍ ସାକିଆଚେ । କାଇକେବଇଲେ ଜିସୁକିରିସ୍ଟ ଆଲାଦ୍ କଲାପାରା ମୁଇ ତମ୍କେ ଆଲାଦ୍ କଲିନି ।
କାଇକେ ବଇଲେ ସେ ତମ୍କେ ଦେକ୍ବାକେ ବେସି ମନ୍ କଲାନି । ଆରି ତାକେ ବେମାର୍ ଦାରାଇ ଅଇଆଚେ ବଲିକରି ତମେ ସୁନିକରି ଦାନ୍ଦାପାନ୍ଦା ଅଇରଇଲାସ୍ ବଲି ସେ ଜାନିରଇଲା ।
ତେବର୍ ପାଇ ଏ ମର୍ ବିସ୍ବାସି ବାଇବଇନିମନ୍, ମୁଇ ତମ୍କେ ଆଲାଦ୍ କରି ଦେକ୍ବାକେ ମନ୍ କଲିନି, ତମେ ମକେ ବେସି ସାର୍ଦା କରାଇଲାସ୍ନି ଆରି ତମେ ଆକା ମର୍ ପୁରୁସ୍କାର୍ । ମର୍ ମଇତର୍ମନ୍, ମୁଇ ତମ୍କେ ଜେତ୍କି ବିସଇ କଇଆଚି, ସେନ୍ତାରିସେ ମାପ୍ରୁର୍ଟାନେ ବିସ୍ବାସେ ଡାଟ୍ ରୁଆ ।
ଆମର୍ ମାପ୍ରୁ ମକେ ବେସି ଦୟା ଦେକାଇଲା । ଜେନ୍ତାରି କି, କିରିସ୍ଟ ଜିସୁର୍ ସଙ୍ଗ୍ ମିସ୍ଲାର୍ପାଇ ମୁଇ ତାକେ ବିସ୍ବାସ୍ କରି ବିନ୍ ଲକ୍ମନ୍କେ ଆଲାଦ୍ କରିପାର୍ଲି ।