୨ୟ କରନ୍ତିୟ 9:4 - ସତିଅର୍ ବାଟ୍ ନୁଆ ନିୟମ୍ 20204 ମାତର୍ ମାକିଦନିଆର୍ ଲକ୍ମନ୍ ଜଦି ମର୍ ସଙ୍ଗ୍ ଆସି ତମେ ଜାଗ୍ରତ୍ ନ ଅଇଲାଟା ଦେକ୍ଲେ, ତାକର୍ ମୁଆଟେ ଆମେ ଲାଜ୍ ଅଇଜିବାର୍ ଅଇସି । ଆରି ତମେ ମିସା ଲାଜ୍ ଅଇଜାଇସା । କାଇକେବଇଲେ ଆମେ ତମ୍କେ ବେସି ଆସାକରି ରଇଲୁ । အခန်းကိုကြည့်ပါ။ |