୨ୟ କରନ୍ତିୟ 9:6 - ସତିଅର୍ ବାଟ୍ ନୁଆ ନିୟମ୍ 20206 ତମର୍ ମନେ ର । ଜଦି ଗଟେକ୍ ଚାସି ଉନା ବିଅନ୍ ବୁନ୍ସି, ସେ ଉନା ପସଲ୍ ପାଇସି । ଆରି ଜନ୍ ଚାସି ବୁତେକ୍ ବିଅନ୍ ବୁନ୍ସି, ସେ ବୁତେକ୍ ପସଲ୍ ପାଇସି । အခန်းကိုကြည့်ပါ။ |
ତେବେ ମୁଇ ବାବ୍ଲି, ଏ ବାଇବଇନିମନ୍, ମୁଇ ଜିବା ଆଗ୍ତୁ ସେମନ୍ ଜାଇକରି ଜନ୍ ଦାନ୍ ତମେ ଦେବୁ ବଲି କଇତେରଇଲାସ୍, ସେଟା ଜମାଇକରି ସଙ୍ଗଇବାକେ ସେମନ୍କେ ବାବୁଜିଆ କର୍ବି । ଜଦି ଆମେ ସେନ୍ତାରି କର୍ବୁ ବଇଲେ, ଦାନ୍ ଦେବା ଡାବୁ ମୁଇ ଆଇଲା ବେଲେ, ଜାଗ୍ରତ୍ ଅଇରଇସି । ଆରି ସେଟା ତମେ ନିଜେ ମନ୍ କରି ଦେଲାସ୍ । ବାଦିଅ କଲାକେ ଦିଆସ୍ ନାଇ ବଲି ଜାନାପଡ୍ସି ।