୨ୟ କରନ୍ତିୟ 9:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 ଦାନ୍ ଦେବାକେ ତମେ ଜେନ୍ତି କାତାବାର୍ତା ଅଇଆଚାସ୍, ସେନ୍ତାରି ଦେବାର୍ଆଚେ । ଦୁକ୍ ଅଇକରି ନାଇ କି କେ ବାଇଦ କଲାର୍ପାଇ ନାଇ । କାଇକେବଇଲେ ତମେ ସାର୍ଦା ସଙ୍ଗ୍ ଦେଲେ ପର୍ମେସର୍ ସେଟା ମନ୍ କର୍ସି । အခန်းကိုကြည့်ပါ။ |
ବିନ୍ ଲକ୍ମନ୍କେ ସାର୍ଦା କରାଇବାକେ ବପୁ ଦେଇରଇଲେ, ସେଟା କର୍ତେ ରଉଁ । ଅର୍କିତ୍ ଲକ୍ମନ୍କେ ଦାନ୍ କର୍ବା ବପୁ ଦେଇରଇଲେ, କାଇଟା ନ ବାବିକରି ଦାନ୍ କରୁ । ବିନ୍ ଲକର୍ କାମ୍କେ ଦେକାରକା କର୍ବା ଅଦିକାର୍ ଦେଇରଇଲେ, ନିଜେ ବେସି କାମ୍ କର୍ବାର୍ଆଚେ । ଜଦି ବିନ୍ ଲକ୍ମନ୍କେ ଦୟା ଦେକାଇବା ବପୁ ଦେଲାଆଚେ, ବିଜାର୍ ନ ଅଇ ସାର୍ଦା ସଙ୍ଗ୍ କର୍ବାର୍ ଆଚେ ।