11 ଜଦି କେ ମିସା ସେନ୍ତାରି ଲକ୍କେ ଜୁଆର୍ବିଆର୍ କର୍ସି, ସେ ବୁଲ୍ ସିକାଉର୍ ସଙ୍ଗ୍ ମିସିକରି ତାର୍ କାରାପ୍ କାମେ ମିସ୍ଲାନି ।
ଆନ୍ଦାରେ ରଇବା ଲକ୍ମନ୍ କର୍ବା କାଇ ମୁଲିଅ ନ ରଇବା କାମେ ମିସାନାଇ । ସେଟାମନ୍କେ କାଇ ମୁଲିଅ ନାଇ । ତାର୍ ବାଦୁଲେ ସେନ୍ତାରି କାରାପ୍ ଅଇବା କାମ୍ ନ ଲୁଚାଇ ଦେକାଇଦିଆସ୍ ।
ଗଟେକ୍ ଲକ୍କେ ପରିକା ନ କର୍ବା ଜାକ ତାକେ ମୁକିଅ ଇସାବେ, ତର୍ ଆତ୍ ତାର୍ ମୁଣ୍ଡେ ସଙ୍ଗଇ, ସେବା କାମର୍ ପାଇ ସରପ୍ ନାଇ । ନଇଲେ ତାର୍ ପାପର୍ ପାଇ, ତୁଇ ଦାଇ ଅଇସୁ । ତୁଇ ନିଜେ ପାପ୍ ନ କର୍ବାକେ ଜାଗ୍ରତ୍ ର ।
ଜେ ଦୁଦ୍ କାଇବାର୍ ଆଚେ, ସେ ଏବେ ମିସା ପିଲାସେ । ସେନ୍ତାରି ଲକ୍ମନ୍ ଟିକ୍ ଆରି ବୁଲ୍ ଚଲାଚଲ୍ତି କର୍ବାଟା ଚିନି ନାପାର୍ଲାଇନି ।
କେବେ ନ ଲିବ୍ବା ଜଇଟାନେଅନି ଚାଡାଇକରି ସେମନ୍କେ ରକିଆ କରା । ଡରିକରି ପାପ୍କର୍ବା ଲକ୍ମନ୍କେ ଦୟା ଦେକାଆ । ମାତର୍ ତାକର୍ ପାପ୍କାମେ ମୁର୍କି ରଇବା ବସ୍ତର୍ ମିସା ଗିନ୍ କରା ।
ତାର୍ପଚେ ସର୍ଗେ ଅନି ଆରି ଗଟେକ୍ ସବଦ୍ ଏନ୍ତାରି କଇବାଟା ମୁଇ ସୁନ୍ଲି । “ମର୍ ଲକ୍ମନ୍ ତାର୍ଟାନେଅନି ବାରଇ ଆସା । ତମେ ଜଦି ତାର୍ ପାପେ ମିସ୍ଲେ, ସେ ପାଇବା ଡଣ୍ଡେ ମିସ୍ସା ।