୨ ୟ ଜଅନ୍ 1:12 - ସତିଅର୍ ବାଟ୍ ନୁଆ ନିୟମ୍ 202012 ମୁଇ ତମ୍କେ ବେସି ବିସଇ ଲେକ୍ବାକେ ମନ୍ କଲିନି, ମାତର୍ ଚିଟିଟାନେ ଲେକ୍ବାକେ ମନ୍ କରିନାଇ । ତାର୍ବାଦୁଲେ ଆସିକରି ତମର୍ ମୁଆଟେ କାତା ଅଇବି । ତେବେ ଆମେ ପୁରାପୁରୁନ୍ ସାର୍ଦା ଅଇବୁ । အခန်းကိုကြည့်ပါ။ |
ତେବର୍ପାଇ ମୁଇ ଜେଡେବେଲେ ତମର୍ ନଅରେ ଆଇବାବେଲେ ଡାୟଟେପିସ୍ ଜାଇଟା କଲାନି, ସେଟାସବୁ ମଣ୍ଡଲିର୍ ଲକ୍ମନ୍କେ, କଇଦେବି ବଲି ମନ୍ କଲି । ସେ ମର୍ ବିରୁଦେ, ନ କର୍ଲାଟାମନ୍ କଇବୁଲ୍ଲାନି । ଆରି ତାର୍ତେଇଅନି ଅଦିକ୍ କାରାପ୍ଟା ମିସା ସେ କଲାନି । ଆମର୍ ସଙ୍ଗର୍ ବିସ୍ବାସିମନ୍, ଜେକି ସୁବ୍କବର୍ ଜାନାଇଲାଇନି, ସେ ସେମନ୍କେ ଡାକିନେବାକେ ନିଚ୍ଲାନି । ଜନ୍ ଲକ୍ମନ୍ ସେମନ୍କେ ଡାକିନେବାକେ ମନ୍ କଲାଇନି, ସେମନ୍କେ ତେବାଇଲାନି । ସେନ୍ତାରି ଲକ୍ମନ୍କେ ମଣ୍ଡଲିର୍ ସବାତେଇ ଆଇବାକେ ମନାକଲାନି ।