4 ଆମର୍ ବାବା ପର୍ମେସର୍ ଆମ୍କେ ତିଆର୍ଲାପାରା ତମର୍ କେତେଟା ପିଲାଟକିମନ୍ ତାର୍ ସତ୍ବାଟେ ଇଣ୍ଡ୍ଲାଇନି ବଲି ସୁନିକରି ମୁଇ ବେସି ସାର୍ଦା ଅଇଲି ।
ଆମେ ଦରମ୍ ନଇଲାଟାକେ ଦେକି ସାର୍ଦା ନ ଅଉଁ, ମାତର୍ ସତ୍ ଟାନେ ସାର୍ଦା ଅଇବୁ ।
ସବୁର୍ ମୁଆଟେ ମୁଇ ପିତର୍କେ କଇଲି, “ତୁଇ ଜିଉଦି ଅଇକରି ମିସା, ଜିଉଦି ନଇଲା ଲକର୍ ପାରା କେତେଟା ଜିଉଦି ରିତିନିତି ଚାଡିଦେଇ ଆଚୁସ୍ । ସେନ୍ତାର୍ଆଲେ ଜିଉଦି ନ ଅଉଁମନ୍କେ ଆମର୍ ଦରମର୍ ସବୁ ରିତିନିତି ମାନ୍ବାକେ କେନ୍ତି ବାଦିଅ କଲୁସ୍ନି ?”
ଜେନ୍ତାର୍ କି କିରିସ୍ଟ ଆମ୍କେ ଆଲାଦ୍ କରି ଆମର୍ ପାଇ ମରି ରଇଲା । ଗଟେକ୍ ସୁନ୍ଦର୍ ବାସ୍ନା ଅଇବା ବଲି ପାରା ସେ ତାର୍ ଜିବନ୍ ପର୍ମେସର୍କେ ସର୍ପିଦେଲା ।
କାଇକେବଇଲେ ଆଗ୍ତୁ ତମେ ଆନ୍ଦାରେ ରଇଲାସ୍ । ମାତର୍ ଏବେ ମାପ୍ରୁର୍ ସଙ୍ଗ୍ ମିସ୍ଲାର୍ପାଇ ଉଜଲେ ପୁରି ଆଚାସ୍ । ତେବର୍ପାଇ ଉଜଲେ ରଇବା ଲକ୍ମନର୍ପାରା ଚଲାଚଲ୍ତି କରା ।
ମାପ୍ରୁର୍ ସଙ୍ଗ୍ ମିସ୍ଲାର୍ ପାଇ ମୁଇ ବେସି ସାର୍ଦା ଅଇଲିନି । କାଇକେବଇଲେ, ମକେ ଲଡାକେ ଲାଗ୍ବାଟା ପାଟାଇଦେଲାକେ ତମେ ମର୍ ବିସଇ ଚିନ୍ତା କଲାସ୍ନି ବଲି ମୁଇ ଜାନ୍ଲିନି । ତମର୍ ଆଲାଦ୍ ଦେକାଇବାକେ ଏବେସେ ତମ୍କେ ବେଲା ଟିକ୍ ଅଇଲା ।
କେ ଜଦି ପର୍ମେସରର୍ ସଙ୍ଗ୍ ମିସିଆଚି ବଲି କଇଲେ, ଜିସୁର୍ ଚଲାଚଲ୍ତି ପାରା ଚଲ୍ବାର୍ଆଚେ ।