୨ ୟ ଜଅନ୍ 1:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 କାଇକେ ବଇଲେ ମୁଇ ଏନ୍ତିବଲି କଇଲିନିଜେ ସତ୍ ନ ରଇବା ବିସଇ ସିକାଇକରି ଲକ୍ମନ୍କେ ନାଡାଇବା ବେସି ଲକ୍ ଗୁଲାଇବାଟେ ଆଚତ୍ । ଜିସୁକିରିସ୍ଟ ନର୍ରୁପ୍ ଦାରି ଏ ଜଗତେ ଆସେନାଇ ବଲି ସେମନ୍ କଇବାଇ । ଜଦି କେ ମିସା ସେନ୍ତାରି କଇଲେ, ସେ ଲକ୍ମନ୍କେ ନାଡାଇବା କିରିସ୍ଟର୍ ବିରଦି । အခန်းကိုကြည့်ပါ။ |
ଆମର୍ ବିସ୍ବାସ୍ଟାନେ କେ ନାଜାନ୍ଲା ପାରା ବିସଇ ଲୁଚିକରି ଆଚେ । ସେନ୍ତାରି ନଏଁ ବଲି କେ କଇନାପାରତ୍ । “ ଜିସୁକିରିସ୍ଟ ନର୍ ରୁପ୍ ଦାରି ଆଇଲା । ସେ ନିଜେ ପର୍ମେସରର୍ ପଅ ବଲି ସୁକଲ୍ ଆତ୍ମା କାତାଦେଲା ଆଚେ । ଦୁତ୍ମନ୍ ତାକେ ଦେକ୍ଲାଇ । ତାର୍ ବିସଇର୍ ସତ୍ କବର୍ ଗୁଲାଇ ରାଇଜେ ଜାନାଇଲାଇ । ସବୁ ଜାଗାର୍ କେତେକ୍ କେତକ୍ ଲକ୍ମନ୍ ତାକେ ବିସ୍ବାସ୍ କଲାଇ । ପର୍ମେସର୍ ତାକେ ସର୍ଗେ ନେଲା ।”