୨ ୟ ଜଅନ୍ 1:9 - ସତିଅର୍ ବାଟ୍ ନୁଆ ନିୟମ୍ 20209 ଜଦି କେ କିରିସ୍ଟ ସିକାଇଲା ବିସଇ ବିସ୍ବାସ୍ ନ କରେ, ଆରି ତାର୍ ସିକିଆର୍ ସଙ୍ଗ୍ ତାର୍ ନିଜର୍ଟା ମିସାଇଲେ, ସେ କିରିସ୍ଟର୍ ସଙ୍ଗ୍ ମିସେନାଇ । ମାତର୍ କେ ଜଦି କିରିସ୍ଟ ସିକାଇଲା ବିସଇ ବିସ୍ବାସ୍ କର୍ତେରଇସି, ସେ ବାବା ପର୍ମେସର୍ ସଙ୍ଗ୍ ଆରି ତାର୍ ପଅ ଜିସୁକିରିସ୍ଟ ସଙ୍ଗ୍ ମିସ୍ଲାଆଚେ । အခန်းကိုကြည့်ပါ။ |