୨ ୟ ପିତର୍ 1:11 - ସତିଅର୍ ବାଟ୍ ନୁଆ ନିୟମ୍ 202011 ଆମର୍ ମାପ୍ରୁ ଜିସୁକିରିସ୍ଟର୍ କେବେ ନ ସାର୍ବା ରାଇଜେ ପର୍ମେସର୍ ତମ୍କେ ସାର୍ଦା ସଙ୍ଗ୍ ଡାକିନେଇସି । အခန်းကိုကြည့်ပါ။ |
ଏ ଜିବନର୍ ବିସଇନେଇ ଜେତ୍କି ଲକ୍ମନ୍ ସାଉକାର୍ ଅଇ ଆଚତ୍, ବିନ୍ ଲକ୍ମନର୍ଟାନେଅନି ସେମନ୍ ନିକ ବଲି ନ ବାବ୍ବାକେ ତିଆର୍ । ଦନ୍ ସଁପତି ଉପ୍ରେ ବେସି ଆସା କର୍ବାର୍ ନାଇ ବଲି ସେମନ୍କେ ସିକା । କାଇକେବଇଲେ ଡାବୁ ଦାପ୍ରେ ମାୟାଅଇଜାଇସି । ତାର୍ ବାଦୁଲେ ସେମନ୍କେ ଲଡାକେ ଲାଗ୍ବା ବିସଇ ସବୁ ଦେବାକେ ପର୍ମେସରର୍ଟାନେ ଆସା ରକ୍ବାକେ ସିକାଇଦେସ୍ । ସେ ଆକା ଆମର୍ପାଇ କାଇଟା ନ ଦେକି, ସବୁ ବିସଇ ସାର୍ଦା କର୍ବାକେ ଦେଇସି ।
ଏବେ ସର୍ଗେ ମର୍ପାଇ ଜିତ୍ଲା ମୁକୁଟ୍ ସଙ୍ଗଇଆଚେ । ଏ ମୁକୁଟ୍ ପର୍ମେସରର୍ ମୁଆଟେ ମୁଇ ଦରମ୍ ସଙ୍ଗ୍ ଚଲାଚଲ୍ତି କଲାର୍ପାଇ ଆଚେ । ମାପ୍ରୁ ଜେ କି କାକେ ଅନିଆଇ ନ କରି ବିଚାର୍ କର୍ସି, ତାର୍ ବିଚାର୍ନା ଦିନେ ସେ ମୁକୁଟ୍ ମକେ ପୁରୁସ୍କାର୍ ଇସାବେ ଦେଇସି । ସେଟା ଅବ୍କା ମର୍ପାଇ ନାଇ, ମାତର୍ ଜେତ୍କି ଲକ୍ ସେ ବାଉଡି ଆଇବାଟା ଜାଗିଆଚତ୍, ସେମନ୍କେ ସବୁକେ ଦେଇସି ।
ମୁଇ ସିମନ୍ ପିତର୍, ଜିସୁକିରିସ୍ଟର୍ ଗଟେକ୍ ଗତିଦାଙ୍ଗ୍ଡା ଆରି ପେରିତ୍ ଅଇଆଚି । ଆମେ ଜେନ୍ତି ଜିସୁକିରିସ୍ଟକେ ବିସ୍ବାସ୍ କରିଆଚୁ, ସେନ୍ତାରି ବିସ୍ବାସ୍ କର୍ବା ଲକ୍ମନ୍କେ ଏ ଚିଟି ଲେକ୍ଲିନି । ସେ ଆମର୍ ପର୍ମେସର୍ ଆରି ମୁକ୍ତିକାରିଆ । ତାକେ ବିସ୍ବାସ୍ କର୍ବାକେ ସେ ଆକା ଆମ୍କେ ବପୁଦେଲାଆଚେ । ସେ କର୍ବା ସବୁ କାମ୍ ଟିକ୍ ଆରି କାଇ ଅନିଆଇ ନାଇ । ।