୨ ୟ ପିତର୍ 1:15 - ସତିଅର୍ ବାଟ୍ ନୁଆ ନିୟମ୍ 202015 ଏ ସବୁ ବିସଇ ତମ୍କେ ଏତାଇଦେବାକେ ମୁଇ ବେସି ଆବଡ୍ ଅଇଲିନି । ଜେନ୍ତାରିକି ମୁଇ ମଲାପଚେ ମିସା ଏ ସବୁ ବିସଇ ଏତାଇସା । အခန်းကိုကြည့်ပါ။ |
ଏବଲର୍ ବିସଇ ବାବି ଦେକୁ । ତାର୍ ବିସ୍ବାସର୍ ଲାଗି ସେ ଜନ୍ଟା ପର୍ମେସର୍କେ ସର୍ପି ଦେଇରଇଲା, ତାର୍ ବାଇ କଇନ୍ ଦେଲାଟାନେଅନି ନିକରଇଲା । ତାର୍ ବିସ୍ବାସର୍ ଲାଗି ପର୍ମେସର୍ ତାକେ ଦରମ୍ ବଲି ଏଜାଇଲା । ସେ ସର୍ପିଦେଲାଟା ପର୍ମେସର୍ ମାନ୍ଲାକେ ଆମେ ଏଟା ଜାନ୍ଲୁନି । ତେବର୍ପାଇ ଏବଲ୍ ମରିଗାଲେମିସା ତାର୍ ବିସ୍ବାସର୍ ଲାଗି, ସେ ଆମ୍କେ କାଇକାଇଟା କଇଲାନି ।