୨ ୟ ପିତର୍ 1:17 - ସତିଅର୍ ବାଟ୍ ନୁଆ ନିୟମ୍ 202017 ଆମେ ନିଜେ ଆଁକିସଙ୍ଗ୍ ତାର୍ ମଇମା ଦେକ୍ଲୁ । ବାବା ପର୍ମେସର୍ ତାକେ ଡାକ୍ପୁଟା କରି ମଇମା ଦେଲାବେଲେ ଆମେ ତେଇ ରଇଲୁ । ସେ ନିଜେ ସବୁର୍ଟାନେଅନି ମଇମାର୍ ପର୍ମେସର୍ କଇରଇଲା “ଏଟା ମର୍ ଆଲାଦର୍ ପ, ତାର୍ଟାନେ ମୁଇ ବେସି ସାର୍ଦା ।” အခန်းကိုကြည့်ပါ။ |
ପର୍ମେସରର୍ ମଇମାର୍ ଉଜଲ୍ ମାପ୍ରୁ ଜିସୁର୍ଟାନେ ଡିସ୍ସି । ପର୍ମେସର୍ ଜେନ୍ତାରି ଆଚେ, ତାର୍ ପଅ ସେନ୍ତାରିସେ । ଜନ୍ ବପୁର୍ ବାକିଅ ପଅ କାତା ଅଇସି, ସେ ବାକିଅ ସଙ୍ଗ୍ ତିଆର୍କଲାଟା ସେ ସାସନ୍ କର୍ସି । ଆମର୍ ପାପର୍ ଲାଗି କେମା କରିସାରାଇଲା ପଚେ, ସେ ସର୍ଗେ ବାଅଡ୍ଲା । ଆରି ସବୁର୍ତେଇଅନି ବପୁ ରଇବା ପର୍ମେସରର୍ ଉଜାବାଟେ ସାସନ୍ କର୍ବାକେ ବସ୍ଲା ।