୨ ୟ ପିତର୍ 1:20 - ସତିଅର୍ ବାଟ୍ ନୁଆ ନିୟମ୍ 202020 ବବିସତ୍ବକ୍ତାମନ୍ କେ ମିସା ନିଜେ ବାବିକରି ସାସ୍ତର୍ଟାନେ ଲେକତ୍ନାଇ । ଏଟା ତମେ ବାଇଦରେ ଜାନ୍ବାର୍ ଆଚେ । အခန်းကိုကြည့်ပါ။ |
ଦରମ୍ କାମ୍ କର୍ବା ଲକ୍ମନର୍ପାଇ ନିୟମ୍ ତିଆର୍ ନ ଅଇରଇଲା । ତାର୍ ବାଦୁଲେ ଜନ୍ ଲକ୍ମନ୍ ତାର୍ ବିରଦି ଅଇରଇଲାଇ, ଆରି ତାର୍ କାତା ମାନି ନ ରଇଲାଇ, ସେନ୍ତାରି ଲକ୍ମନର୍ ପାଇ ପର୍ମେସର୍ ନିୟମ୍ ତିଆର୍ କରିରଇଲା । ଜନ୍ ଲକ୍ମନ୍ ପର୍ମେସର୍ ରଏ ନାଇ ବଲି ଚଲାଚଲ୍ତି କଲାଇନି, ଜନ୍ ଲକ୍ମନ୍ ପାପ୍ କର୍ବାଇ, କରାପ୍ କାମ୍ କର୍ତେରଇବାଇ, ଆରି ପର୍ମେସର୍କେ ସନ୍ମାନ୍ ନ ଦେଇତେରଅତ୍, ଜନ୍ଲକ୍ମନ୍ କି ତାକର୍ ଆୟା ବାବାମନ୍କେ ମରାଇବାଇ କି ବିନ୍ ଲକ୍ମନ୍କେ ମିସା ମରାଇବାଇ,