୨ ୟ ପିତର୍ 2:12 - ସତିଅର୍ ବାଟ୍ ନୁଆ ନିୟମ୍ 202012 ମାତର୍ ଏମନ୍ ଡଙ୍ଗ୍ରେ ରଇବା ପସୁମନର୍ପାରା । ତାକର୍ ଗାଗଡ୍ ଜନ୍ଟା କର୍ବାକେ ମନ୍ କର୍ସି, ସେଟାସେ କଲାଇନି । ସେନ୍ତାରି ପସୁମନ୍କେ ଲକ୍ମନ୍ ଦାରିକରି ମରାଇବାଇ । ସେମନ୍ ନାଜାନ୍ଲା ବିସଇ ନେଇକରି ନିନ୍ଦାକାତା କଇବାଇ । ସେମନ୍କେ ଲକ୍ମନ୍ ମରାଇଲା ପାରା ପର୍ମେସର୍ କୁରୁପ୍ନାସ୍ କର୍ସି । အခန်းကိုကြည့်ပါ။ |
ତାର୍ ମଇମା ଆରି ଦରମର୍ ଲାଗି ସେ ଆମ୍କେ ବେସି ବଡ୍ ଆରି ବେସି ମୁଲିଅ ରଇବା ଦାନ୍ ଦେଲାଆଚେ । କିରିସ୍ଟକେ ବିସ୍ବାସ୍ ନ କଲା ଲକ୍ମନ୍ ଜେନ୍ତିକି କାରାପ୍ ବିସଇ କର୍ବାକେ ମନ୍ କର୍ବାଇ, ସେନ୍ତାରି ମନ୍କର୍ବା ଟାନେଅନି ମୁକ୍ଲାଇବାକେ ସେ ଆମ୍କେ ଏନ୍ତାରି କଲାଆଚେ । ଏ ସବୁ ବିସଇ ତାକର୍ ମନ୍କେ ନସାଇସି । ମାତର୍ ତମେ ପର୍ମେସରର୍ ପାରା ଦରମ୍ ଅଇପାର୍ସା ।