୨ ୟ ପିତର୍ 2:14 - ସତିଅର୍ ବାଟ୍ ନୁଆ ନିୟମ୍ 202014 ବେସିଆ କାମ୍ କର୍ବାକେ ସବୁବେଲେ ମନ୍ କର୍ତେରଇବାଇ । ସେନ୍ତାରି କର୍ବାଟାନେଅନି ସେମନ୍ କେବେ ନ ତେବତ୍ । ମନ୍ ବିତ୍ରେ ଦୁର୍ବଲ୍ ରଇବା ଲକ୍ମନ୍କେ ନାଡାଇକରି ପାପ୍କାମ୍ କର୍ବାଟାନେ ଡାକିନେବାଇ । ସେମନ୍ ବେସି ଲବି ଅଇଆଚତ୍ । ପର୍ମେସର୍ ସେମନ୍କେ ସାଇପ୍ ଦେଲା ଆଚେ । အခန်းကိုကြည့်ပါ။ |
ନିଜ୍କେ ନିଚ୍କରି ସେମନ୍ ଉପାସନା କଲାପାରା ଦୁତ୍ମନ୍କେ ଉପାସନା କର୍ବାକେ, କାକେମିସା ବାଦିଅ କର୍ବାକେ ଦିଆସ୍ନାଇ । ସେନ୍ତାର୍କଲେ ପର୍ମେସର୍ କାତାଦେଇରଇବା ପୁରୁସ୍କାର୍ ତମ୍କେ ନ ମିଲେ । ସେନ୍ତାରି ସିକାଇବା ଗଟେକ୍ଲକ୍, ପର୍ମେସର୍ଟାନେ ଅନି ଦର୍ସନ୍ ଦେକିଆଚି ବଲିକରି ଅଦିକାର୍ ସଙ୍ଗ୍ ସିକାଇଲାନି । ସେ ତାର୍ ଚାଲାକିସଙ୍ଗ୍ ନିଜେ ତିଆର୍କରିରଇବା ବିସଇର୍ ଲାଗି ବଡ୍ପନ୍ ଅଇସି, ମାତର୍ ସତଇସେ ସେନ୍ତାରି ବଡ୍ପନ୍ ଅଇବାକେ କାଇଟାମିସା ନାଇ ।
ସେ ତାର୍ ସବୁ ଚିଟି ଲଗେ ମିସା ଏ ସମାନ୍ ବିସଇ ଲେକ୍ଲାଆଚେ । ମାତର୍ ତେଇଅନି କେତେଟା ବିସଇ ଲକ୍ମନ୍କେ ବୁଜ୍ବାକେ କସ୍ଟ ଆଚେ । ଜନ୍ ଲକ୍ମନ୍ ନିକ ସିକତ୍ନାଇ ଆରି ତାକର୍ ବିସ୍ବାସ୍ଟାନେ ଡାଟ୍ନାଇ, ଏ ସବୁ ବିସଇର୍ ଅରତ୍ ବୁଲ୍ଇସାବେ ବାତାଇଲାଇନି । ପର୍ମେସରର୍ ବାକିଅତେଇରଇବା କେତେଟା ବିନ୍ ବିସଇମନ୍ ମିସା ଏନ୍ତାରି ବୁଲ୍କରି ବାତାଇଲାଇନି । ଏନ୍ତାରି କଲାର୍ପାଇ ପର୍ମେସର୍ ସେମନ୍କେ କୁରୁପ୍ନାସ୍ କର୍ସି ।