16 ମାତର୍ ସେ କରିରଇବା କାରାପ୍ କାମର୍ ଲାଗି, ପର୍ମେସର୍ ତାକେ ଦମ୍କାଇଲା । ତାର୍ ଗଦ ନର୍ଲକ୍ ପାରା କାତା ଅଇଲା ଆରି ଜନ୍ ବାୟା କାମ୍ କର୍ବାକେ ସେ ଜାଇତେରଇଲା, ସେ କାମେଅନି ତାକେ ତେବାଇଲା ।
ପର୍ମେସର୍ ତମ୍କେ ଏ ଦୁନିଆଇ ଦେଲା ଡାବୁ ଆରି ଦନର୍ ବିସଇ ସତଇସେ ନ କରାସ୍ ବଇଲେ ସରଗର୍ ଦନ୍ ତମ୍କେ ମିଲ୍ବାକେ ନ ଦେଏ ।
କେତେ କେତେ ତର୍ ପାର୍ତନା ଗର୍ମନ୍କେ ସେମନ୍ ବିସ୍ବାସ୍ ଚାଡତ୍ ବଲି ମାର୍ବାକେ ତିଆର୍ଲି, ସେମନର୍ ଉପ୍ରେ ଏତେ ରିସା ଅଇଜାଇରଇଲି ଜେ, ସେମନ୍କେ କସ୍ଟ ଦେବାକେ ବିଦେସେ, ରଇବା ଗଡ୍ମନ୍କେ ମିସା ଜାଇରଇଲି ।”