17 ଏ ଲକ୍ମନ୍ ପାନି ଆଁଟିଜାଇରଇବା ପାଜ୍ରା ପାରା । ଜବର୍ ପବନ୍ ଆସି ଉଡାଇନେବା ବାଦଲ୍ ପାରା । ପର୍ମେସର୍ ସେମନର୍ପାଇ ପୁରାପୁରୁନ୍ ଆନ୍ଦାର୍ ରଇବା ଗଟେକ୍ ଜାଗା ସଙ୍ଗଇଆଚେ ।
ରାଜା ଦାଙ୍ଗ୍ଡାମନ୍କେ କଇଲା, “ତାର୍ ଆତ୍ ଗଡ୍ ବାନ୍ଦି ବାଇରେ ନେଇ ଆନ୍ଦାରେ ପିଙ୍ଗିଦିଆସ୍ । ତେଇ ସେ ଦାଁତ୍ମୁଣ୍ଡ୍ କାତ୍ରିଅଇ କାନ୍ଦି କାନ୍ଦି ରଅ ।”
ଏ କାମ୍କେ ନଇଲା ଚାକର୍କେ ବାଇରେ ଦାରିଜା ଆରି ଆନ୍ଦାରେ ପଙ୍ଗିଦିଆସ୍ । ତେଇ ସେ କିଲିବିଲିଅଇ ଦାତ୍ କାତ୍ରି ମାରି ଚପି ଅଇ କାନ୍ଦ୍ସି ।
ମାତର୍ ଜନ୍ ଲକ୍ମନ୍ ସରଗ୍ ରାଇଜେ ପୁର୍ବାର୍ ରଇଲାଇ, ସେମନ୍କେ ବାଇରର୍ ଆନ୍ଦାରେ ପିଙ୍ଗା ଅଇସି । ତେଇ ସେମନ୍ ଦାଁତ୍ ମୁଣ୍ଡ୍ କାତ୍ରି ମାରିଚପିଅଇ କାନ୍ଦ୍ବାଇ ।”
ତେବେ ଆମେ ସାନ୍ ପିଲାମନର୍ ପାରା ନ ଅଇ କରି, ଜଗତର୍ ମନସ୍ମନର୍ ସିକିଆଇ ଆରି ତାକର୍ ଦଦାପେଲା ଅଇବା ପାରା ବିଚାର୍ନା ଇସାବର୍ ବିନ୍ ବିନ୍ ସିକିଆଇ, ଗାଡର୍ ଲଅଡି ଆରି ମାର୍ବା ପବନ୍ ଜେନ୍ତାରି ଡଙ୍ଗାକେ ଏନେତେନେ କର୍ସି, ସେନ୍ତାରି ତାକର୍ ସିକିଆ ସୁନିକରି ଏନେତେନେ ନ ଅଉଁ ।
ଇସ୍ରାଏଲର୍ ଲକ୍ମନ୍ ପର୍ମେସରର୍ ଲଗେ ଆଇଲାପାରା ତମେ ଆସାସ୍ ନାଇ । ସେମନ୍ ଜନ୍ଟା ଦେକ୍ଲାଇ, ସେଟା ଜାନିପାର୍ଲାଇ । ସିନୟ ପର୍ବତେ ରଇବା ଜଇ ଦେକ୍ଲାଇ । ବେସି ଆନ୍ଦାର୍ ଅଇଲାଟା ଆରି ଜବର୍ ପବନ୍ ଆଇଲାଟା ତେଇ ରଇକରି ଜାନିପାର୍ଲାଇ ।
ପୁର୍ବେ କେତେଟା ଦୁତ୍ମନ୍ ଜେଡେବେଲେ ପାପ୍ କରିରଇଲାଇ, ପର୍ମେସର୍ ସେମନ୍କେ ଡଣ୍ଡ୍ ନ ଦେଇକରି ଚାଡିଦେଏ ନାଇ । ମାତର୍ ସେମନ୍କେ ନର୍କେ ପିଙ୍ଗିଦେଲା । ସେମନ୍କେ ବିଚାର୍ କରି ଡଣ୍ଡ୍ଦେବା ଦିନ୍ ଜାକ ସେ ସେମନ୍କେ ବନ୍ଦିକରି ଆନ୍ଦାରେ ସଙ୍ଗଇସି ।
ସେତ୍କିସେ ନଏଁ ସେ ଦୁତ୍ମନ୍କେ ମିସା ଡଣ୍ଡ୍ ଦେଇରଇଲା । ପର୍ମେସର୍ ସେମନ୍କେ ଜେତ୍କି ଅଦିକାର୍ ସର୍ପି ଦେଇରଇଲା, ସେମନ୍ ତାର୍ତେଇଅନି ଅଦିକ୍ ନେଲାଇ । ଆରି ତାକର୍ ଦେଇରଇବା ଜାଗା ଚାଡ୍ଲାଇ । ସେ ସେମନ୍କେ ବିଚାର୍ କର୍ବା ଦିନ୍ ଜାକ, ଗଟେକ୍ ଆନ୍ଦାରର୍ ଜାଗାଇ, କେ ବାଙ୍ଗାଇ ନାପାର୍ଲା ପାରା, ସିକ୍ଲି ସଙ୍ଗ୍ ବାନ୍ଦିଆଚେ ।