୨ ୟ ପିତର୍ 2:19 - ସତିଅର୍ ବାଟ୍ ନୁଆ ନିୟମ୍ 202019 ତାକର୍ ସିକିଆ ମାନିକରି ରଇଲେ ମୁକ୍ତି ମିଲ୍ସି ବଲି ସେମନ୍ କାତାଦେବାଇ । ମାତର୍ ସେମନ୍ ନିଜେ କାରାପ୍ ଚଲାଚଲ୍ତିର୍ ଗତିଦାଙ୍ଗ୍ଡା ଅଇଆଚତ୍ । ସେ କାରାପ୍ ଚଲାଚଲ୍ତି ସେମନ୍କେ କୁରୁପ୍ନାସ୍ କର୍ସି । ଜଦି ଗଟେକ୍ ଲକ୍କେ କାରାପ୍ ଅବିଆସ୍ ଦାରିଆଚେ, ସେ ତାର୍ ଗତିଦାଙ୍ଗ୍ଡା । အခန်းကိုကြည့်ပါ။ |
କାଇକେବଇଲେ ଗଟେକ୍ ବେଲାଇ ଆମେମିସା ବକୁଆ ଲକର୍ପାରା ରଇ ପର୍ମେସରର୍ କାତା ନ ମାନିକରି, ବୁଲ୍ ବିସଇ କର୍ତେରଇଲୁ । ଆମର୍ ପାପର୍ ଗୁନ୍ଚଲନ୍ ଇସାବେ ଜେତ୍କି ସବୁ ବିସଇ ରଇଲା, ସେଟା ସବୁ ସାର୍ଦାସଙ୍ଗ୍ କର୍ତେରଇଲୁ । ବିନ୍ ଲକର୍ ତିପୁଲ୍ କାତା ଗୁଲାଇବାଟେ ବିଚିକରି ସେମନ୍କେ ଇଁସା କର୍ତେରଇଲୁ । ସେମନ୍ ଆମ୍କେ ଗିନ୍ କର୍ତେରଇଲାଇ, ଆମେମିସା ସେମନ୍କେ ଗିନ୍ କର୍ତେରଇଲୁ ।
ତାର୍ ମଇମା ଆରି ଦରମର୍ ଲାଗି ସେ ଆମ୍କେ ବେସି ବଡ୍ ଆରି ବେସି ମୁଲିଅ ରଇବା ଦାନ୍ ଦେଲାଆଚେ । କିରିସ୍ଟକେ ବିସ୍ବାସ୍ ନ କଲା ଲକ୍ମନ୍ ଜେନ୍ତିକି କାରାପ୍ ବିସଇ କର୍ବାକେ ମନ୍ କର୍ବାଇ, ସେନ୍ତାରି ମନ୍କର୍ବା ଟାନେଅନି ମୁକ୍ଲାଇବାକେ ସେ ଆମ୍କେ ଏନ୍ତାରି କଲାଆଚେ । ଏ ସବୁ ବିସଇ ତାକର୍ ମନ୍କେ ନସାଇସି । ମାତର୍ ତମେ ପର୍ମେସରର୍ ପାରା ଦରମ୍ ଅଇପାର୍ସା ।