୨ ୟ ପିତର୍ 2:20 - ସତିଅର୍ ବାଟ୍ ନୁଆ ନିୟମ୍ 202020 ସେନ୍ତାରି ମିଚ୍ ସିକାଉମନ୍ ଲକ୍ମନ୍କେ କୁରୁପ୍ନାସ୍ କର୍ବା କାରାପ୍ ବିସଇତେଇଅନି ରକିଆ ପାଇକରି ଆମର୍ ମୁକ୍ତିକାରିଆ ମାପ୍ରୁ ଜିସୁକିରିସ୍ଟକେ ଜାନିରଇଲାଇ । ମାତର୍ ଆରିତରେକ୍ ସେ କାରାପ୍ ବିସଇମନ୍ କର୍ବାକେ ନିଜେ ସର୍ପିଅଇଲାଇ ଆଚତ୍ । ତାକର୍ ଏବର୍ ଇନସ୍ତା ଆଗ୍ତୁର୍ ଇନସ୍ତାଇ କେତେକ୍ ଅଦିକ୍ ଆଚେ । အခန်းကိုကြည့်ပါ။ |
ତାର୍ ମଇମା ଆରି ଦରମର୍ ଲାଗି ସେ ଆମ୍କେ ବେସି ବଡ୍ ଆରି ବେସି ମୁଲିଅ ରଇବା ଦାନ୍ ଦେଲାଆଚେ । କିରିସ୍ଟକେ ବିସ୍ବାସ୍ ନ କଲା ଲକ୍ମନ୍ ଜେନ୍ତିକି କାରାପ୍ ବିସଇ କର୍ବାକେ ମନ୍ କର୍ବାଇ, ସେନ୍ତାରି ମନ୍କର୍ବା ଟାନେଅନି ମୁକ୍ଲାଇବାକେ ସେ ଆମ୍କେ ଏନ୍ତାରି କଲାଆଚେ । ଏ ସବୁ ବିସଇ ତାକର୍ ମନ୍କେ ନସାଇସି । ମାତର୍ ତମେ ପର୍ମେସରର୍ ପାରା ଦରମ୍ ଅଇପାର୍ସା ।