୨ ୟ ପିତର୍ 2:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 ସେ ନଅର୍ମନ୍ ପଡାଇବା ଆଗ୍ତୁ ସେ ଲତ୍କେ ରକିଆ କଲା । ଲତ୍ ଗଟେକ୍ ନିକଲକ୍ ରଇଲା । ତାର୍ ନଅରର୍ ଲକ୍ମନ୍ କରିରଇବା ପାଦ୍ରାପାଦ୍ରି କାମ୍ ଆରି ନିୟମ୍ ନ ମାନ୍ବାଟା ଦେକି ବେସି ଦୁକ୍ କର୍ତେରଇଲା । အခန်းကိုကြည့်ပါ။ |
କାଇକେବଇଲେ ବିସ୍ବାସି ବଲି କେତେକ୍ ନାଡାଇବା ଲକ୍ କେ ନାଜାନ୍ତେ ପୁରିଆଚତ୍ । ଏ ଲକ୍ମନ୍ ପାଇବା ଡଣ୍ଡ୍ ଆଗର୍ କାଲେଅନି ସାସ୍ତରେ ଲେକାଅଇଆଚେ । ଏ ଲକ୍ମନ୍ ପର୍ମେସରର୍ ଅଦିକାର୍ ନାମତ୍ନାଇ । ଆମର୍ ପର୍ମେସର୍ ଦରମ୍ଟା ବଲି ଲକ୍ମନ୍ ଜେନ୍ତାର୍ ସେନ୍ତାର୍ ବେସିଆ କାମ୍ କଲେମିସା କାଇଟା ନଏଁ ବଲି କଇଲାଇନି । ମାପ୍ରୁ ଜିସୁକିରିସ୍ଟସେ ଆମର୍ ମାଲିକ୍ ବଲି ସେମନ୍ ନାମତ୍ନାଇ ।