୨ ୟ ପିତର୍ 3:11 - ସତିଅର୍ ବାଟ୍ ନୁଆ ନିୟମ୍ 202011 ଏ ସବୁ ବିସଇ ଏ ରକାମ୍ ଆଜିଜାଇସି, ତେବର୍ ପାଇ ତମେମନ୍ ବେସି ସୁକଲ୍ ଆରି ଜାଗ୍ରତ୍ସଙ୍ଗ୍ ରଇବାର୍ ଆଚେ। အခန်းကိုကြည့်ပါ။ |
ବାଇମନ୍ ଆମେ ବଡ୍ପନ୍ ଅଇକରି କଇବା ଗଟେକ୍ କାତା ଆଚେ । ସେଟା ଆମେ ସତ୍ ବଲି ଜାନ୍ଲୁନି ଆରି ସେଟା ଅଇଲାନି, । ସବୁଲକର୍ଟାନେ ଆରି, ତମର୍ଟାନେ ମିସା ଆମର୍ ଚଲାଚଲ୍ତି ସୁକଲ୍ ଆରି ଦରମ୍ ଆଚେ । ଏଟା ଆମର୍ ବିବେକ୍ ସାକି ଦେଲାନି । ଲକ୍ମନର୍ ଗିଆନ୍ ଇସାବେ ଆମେ କରୁନାଇ, ମାତର୍ ପର୍ମେସରର୍ ଜିବନ୍ ଦୁକାଇଲା ବପୁର୍ ସଙ୍ଗ୍ ଏ ସବୁଜାକ କଲୁନି ।
ସବୁର୍ଟାନେଅନି ମୁକିଅ ବିସଇ ଅଇଲାନି ଏଟା । କିରିସ୍ଟର୍ ସୁବ୍ କବର୍ ବିସ୍ବାସ୍ କର୍ବା ଲକ୍ମନ୍ କେନ୍ତାରି ଚଲାଚଲ୍ତି କର୍ବାର୍ଆଚେ, ତମେ ସେନ୍ତାରି କରା । ମୁଇ ତମ୍କେ ଦେକ୍ବାର୍ ଆଇଲେମିସା, କି ତମର୍ଟାନେଅନି ଦୁରିକେ ରଇ ଅବ୍କା ସୁନିପାର୍ଲେ ମିସା ଏନ୍ତାରି ଜିଇତେରୁଆ । ଏଟାର୍ଲାଗି ତମେ ସବୁ ଗଟେକ୍ ମନ୍ ଅଇ ମିସିଆଚାସ୍ ବଲି ମୁଇ ଜାନିପାର୍ବି । ଜନ୍ ଲକ୍ମନ୍ ସୁବ୍ କବରର୍ ବିରୁଦେ ଦଦାପେଲା କଲାଇନି, ତାକର୍ ମୁଆଟେ କିରିସ୍ଟର୍ ସୁବ୍କବର୍ ଦେକାରକା କର୍ବାକେ ତମେ ସବୁ ଗଟେକ୍ ଅଇ ଟିଆଅଇଲାସ୍ନି ବଲି ମୁଇ ଜାନ୍ବି ।
ଆମର୍ ବିସ୍ବାସ୍ଟାନେ କେ ନାଜାନ୍ଲା ପାରା ବିସଇ ଲୁଚିକରି ଆଚେ । ସେନ୍ତାରି ନଏଁ ବଲି କେ କଇନାପାରତ୍ । “ ଜିସୁକିରିସ୍ଟ ନର୍ ରୁପ୍ ଦାରି ଆଇଲା । ସେ ନିଜେ ପର୍ମେସରର୍ ପଅ ବଲି ସୁକଲ୍ ଆତ୍ମା କାତାଦେଲା ଆଚେ । ଦୁତ୍ମନ୍ ତାକେ ଦେକ୍ଲାଇ । ତାର୍ ବିସଇର୍ ସତ୍ କବର୍ ଗୁଲାଇ ରାଇଜେ ଜାନାଇଲାଇ । ସବୁ ଜାଗାର୍ କେତେକ୍ କେତକ୍ ଲକ୍ମନ୍ ତାକେ ବିସ୍ବାସ୍ କଲାଇ । ପର୍ମେସର୍ ତାକେ ସର୍ଗେ ନେଲା ।”