୨ ୟ ପିତର୍ 3:13 - ସତିଅର୍ ବାଟ୍ ନୁଆ ନିୟମ୍ 202013 ଆମେ ସେ କାତା ଦେଲା ଇସାବେ ନୁଆଁ ବାଦଲ୍ ଆରି ନୁଆଁ ପୁର୍ତିବିକେ ଜାଗ୍ଲୁନି । ସେଟା ଦରମ୍ଲକର୍ ବାସା ଅଇବା ଜାଗା ଅଇସି । အခန်းကိုကြည့်ပါ။ |
ତାର୍ ମଇମା ଆରି ଦରମର୍ ଲାଗି ସେ ଆମ୍କେ ବେସି ବଡ୍ ଆରି ବେସି ମୁଲିଅ ରଇବା ଦାନ୍ ଦେଲାଆଚେ । କିରିସ୍ଟକେ ବିସ୍ବାସ୍ ନ କଲା ଲକ୍ମନ୍ ଜେନ୍ତିକି କାରାପ୍ ବିସଇ କର୍ବାକେ ମନ୍ କର୍ବାଇ, ସେନ୍ତାରି ମନ୍କର୍ବା ଟାନେଅନି ମୁକ୍ଲାଇବାକେ ସେ ଆମ୍କେ ଏନ୍ତାରି କଲାଆଚେ । ଏ ସବୁ ବିସଇ ତାକର୍ ମନ୍କେ ନସାଇସି । ମାତର୍ ତମେ ପର୍ମେସରର୍ ପାରା ଦରମ୍ ଅଇପାର୍ସା ।