୨ ୟ ପିତର୍ 3:14 - ସତିଅର୍ ବାଟ୍ ନୁଆ ନିୟମ୍ 202014 ସେଟାର୍ ପାଇ ଏ ଆଲାଦର୍ ବାଇମନ୍, ତମେ ସେ ଦିନ୍କେ ଜାଗ୍ତେରୁଆ । ପର୍ମେସର୍ ଦେକ୍ବା ଇସାବେ, କାଇ ଦସ୍ ନ ଅଇତେ, ସୁକଲ୍ ଲକ୍ମନର୍ ପାରା, ତାର୍ ସଙ୍ଗ୍ ସାନ୍ତିଅଇ ରଇବାକେ ଜାଗ୍ରତ୍ ଉଆ । အခန်းကိုကြည့်ပါ။ |
ତମର୍ ଜିବନେ ଆଇଲା ଦୁକ୍କସ୍ଟ ସବୁ ତମର୍ ବିସ୍ବାସ୍ ସତ୍ଆଚେ କି ନାଇ ବଲି ପରିକା କର୍ବାକେସେ । ସୁନାର୍ ବିସଇ ବାବିଦେକା, ଏ ଜଗତର୍ ସବୁ ବିସଇର୍ପାରା ସୁନା ମିସା ନସିଜାଇସି । ସୁନା ନିକଟା କି କାରାପ୍ଟା ବଲି ଜାନ୍ବାକେ ଜଇଟାନେ ସିଲାଇବାଇ । ତମର୍ ବିସ୍ବାସ୍ ସୁନାଟାନେଅନି ଅଦିକ୍ ମୁଲିଅ । ସେନ୍ତାର୍ଆଲେ ତମର୍ ବିସ୍ବାସ୍ ନିକଟା କି ନାଇ ବଲି ପରିକା କର୍ବାର୍ ଆଚେ । ତମର୍ ବିସ୍ବାସ୍ ଜଦି ନିକଟା, ଜିସୁ କିର୍ସଟ୍ ଦେକା ଅଇବା ସେ ଦିନେ ତମେ ଡାକ୍ପୁଟା ଆରି ମଇମା ପାଇସା ।
ସେ ତାର୍ ସବୁ ଚିଟି ଲଗେ ମିସା ଏ ସମାନ୍ ବିସଇ ଲେକ୍ଲାଆଚେ । ମାତର୍ ତେଇଅନି କେତେଟା ବିସଇ ଲକ୍ମନ୍କେ ବୁଜ୍ବାକେ କସ୍ଟ ଆଚେ । ଜନ୍ ଲକ୍ମନ୍ ନିକ ସିକତ୍ନାଇ ଆରି ତାକର୍ ବିସ୍ବାସ୍ଟାନେ ଡାଟ୍ନାଇ, ଏ ସବୁ ବିସଇର୍ ଅରତ୍ ବୁଲ୍ଇସାବେ ବାତାଇଲାଇନି । ପର୍ମେସରର୍ ବାକିଅତେଇରଇବା କେତେଟା ବିନ୍ ବିସଇମନ୍ ମିସା ଏନ୍ତାରି ବୁଲ୍କରି ବାତାଇଲାଇନି । ଏନ୍ତାରି କଲାର୍ପାଇ ପର୍ମେସର୍ ସେମନ୍କେ କୁରୁପ୍ନାସ୍ କର୍ସି ।