୨ ୟ ପିତର୍ 3:17 - ସତିଅର୍ ବାଟ୍ ନୁଆ ନିୟମ୍ 202017 ଏ ଆଲାଦର୍ ବାଇମନ୍, ତମେ ଆଗେ ଅନି ଏ ସବୁ ବିସଇ ଜାନି ଜାଗର୍ତା ଅଇରୁଆ । କେଡେବଲ୍ ନିୟମ୍ ନ ମାନ୍ଲା ଲକର୍ ଆସାର୍ କାମର୍ ପାନ୍ଦ୍ଲଗେ ଅଦ୍ରି, ଡାଟ୍ସଙ୍ଗ୍ ରଇବା ବିସ୍ବାସେ ଅନି ଉନା ଉଆନାଇ । အခန်းကိုကြည့်ပါ။ |
କେ ମିସା ନିଜର୍ ଚାଲାକିକରି ପର୍ମେସରର୍ ବିସଇ ତିଆର୍କରି ରଇବାଟା ସଙ୍ଗ୍ ତମ୍କେ ପାନ୍ଦେ ନ ଲାଗାଅତ୍, ସେଟାର୍ପାଇ ଜାଗ୍ରତ୍ ଅଇରୁଆ । ସେମନ୍ ସିକାଇବାଟା କାଇ ଲଡାକେ ନ ଆସେ ଆରି ସେଟା ସତ୍ ବିସଇ ନଏଁ । ସେଟା ବିନ୍ ଲକର୍ଟାନେଅନି ସୁନି ସୁନି ଆଇବାଟା ଆରି ସେଟା ଏ ଜଗତ୍ ବିତ୍ରେ ରଇବା ନିୟମ୍ । ମାତର୍ କିରିସ୍ଟର୍ ବିସଇଟାନେ ରଇବା, ସତ୍ ସିକିଆ ନଏଁ ।