5 ସେମନ୍ ଜାନି ଜାନି ପାସ୍ରିଗାଲାଇନି ଜେ ଆଗର୍ ବେଲ୍ ଆରି ବାଦଲ୍ ସବୁ ମାପ୍ରୁର୍ ବାକିଅର୍ ଲାଗି ଗଟ୍ଲା ଆଚେ, ଦର୍ତନି ପାନି ବିତ୍ରେଅନି ବାରଇଲା ଆଚେ ଆରି ଦର୍ତନି ଚାରିବେଟ୍ତି ପାନି ରଇଲା ବଲି ।
ଏ ଲକ୍ମନ୍ ପରମେସରର୍ ବିସଇନେଇ ନିମାନ୍ ବାବ୍ବାକେ ମନ୍ ନ କଲାର୍ ପାଇ, ପରମେସର୍ ସେମନ୍କେ ଚାଡି ଦେଲାଆଚେ । ଆରି ମନ୍ ବିତ୍ରେ କାରାପ୍ ଚିନ୍ତା କର୍ବାଟା କରତ୍ ବଲି ଚାଡିଦେଲାଆଚେ । ଏଟାର୍ପାଇ ସେମନ୍ ନ କର୍ବା କାମ୍ କର୍ବାଇ ।
କାଇଟା ତିଆର୍ ନ ଅଇତେ ସେ ରଇଲା, ଆରି ତାର୍ଟାନେ ସବୁ ବିସଇ ମିସିକରି ଚାଲ୍ତେରଇସି ।
ଆମର୍ ବିସ୍ବାସର୍ଲାଗି, ଏ ଜଗତ୍ ଆରି ତେଇ ରଇବା ସବୁଜାକ ପର୍ମେସରର୍ ଆଦେସ୍ ଇସାବେ ତିଆର୍ ଅଇଲାଆଚେ ବଲି ଆମେ ଜାନ୍ଲୁନି । ତେବେ ଜନ୍ଟା ଦେକି ଅଇଲାନି, ସେଟା ଦେକି ନ ରଇଲା ଟାନେଅନି ତିଆର୍ ଅଇଆଚେ ।