୨ ୟ ପିତର୍ 3:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 ମାତର୍ ଏବେ ରଇବା ବାଦଲ୍ ଆରି ଦର୍ତନି ସେ ବାକିଅର୍ ଲାଗି, ଦରମ୍ ନଇଲା ଲକ୍ମନ୍କେ ବିଚାର୍ ଆରି ବିନାସର୍ ଦିନ୍ ଜାକ, ଜଇ ସଙ୍ଗ୍ ନସ୍ଟ ଅଇବାକେ ଜମାଇକରି ସଙ୍ଗଇଲା ଆଚେ । အခန်းကိုကြည့်ပါ။ |
କେତେ କେତେ ଲକ୍ ସାଉକାର୍ ଅଇବାକେ ଏନ୍ତି ମନ୍ କର୍ବାଇଜେ, ସେମନର୍ ଜିବନେ କାଇ ପରିକା ଆଇଲେ ମିସା ତେଇ ଅଦର୍ବାଇ । ଗଟେକ୍ ପସୁ ପାରା ପାନ୍ଦେ ଲାଗ୍ବାଇ । ଜେତ୍କି ବିସଇ ତାକର୍ପାଇ ଆରି ବିନ୍ ଲକର୍ ପାଇ କାରାପ୍ ଆରି ବିପଦ୍ ଆନ୍ସି, ସେ ସବୁ ବିସଇ କର୍ବାକେ ମନ୍ କର୍ବାଇ । ଏନ୍ତାରି ମନ୍ କର୍ବାଟା ଅଦିକ୍ ଅଦିକ୍ ବାବି, ସେମନ୍ କୁରୁପ୍ନାସ୍ ଅଇଜିବାଇ ।
ସଦମ୍ ଗମ୍ରା ଆରି ତାର୍ ଚାରିବେଟ୍ତି ରଇବା ନଅର୍ମନର୍ ବିସଇ ଏତାଇଦେକା । ନ ଲିବ୍ବା ଜଇଟାନେ ଡଣ୍ଡ୍ ଇସାବେ ସେମନ୍ ଜେତ୍କି ଦୁକ୍ କସ୍ଟ ପାଇଲାଇ, ସେଟା ସବୁଲକର୍ପାଇ ଗଟେକ୍ ଜାଗ୍ରତ୍ ଅଇରଇବା ବିସଇ । ସେମନ୍ ଅବ୍କା ପାଦ୍ରା ପାଦ୍ରି କାମ୍ସେ କରତ୍ନାଇ ମାତର୍ ମନସ୍ ମନସ୍ ବିତ୍ରେ ମାଇଜି ମାଇଜି ବିତ୍ରେ ବେସିଆ କାମ୍ କର୍ତେ ରଇଲାଇ ।
ଆଗ୍ତୁ ତରେକ୍ ସେ ପସୁ ବଁଚିରଇଲା । ମାତର୍ ଏବେ ଆରି ସେ ନ ବଁଚେ । ପାତାଲେଅନି ସେଟା ବାରଇ ଆଇସି । ତାକେ ଆରି ତରେକ୍ ସେ ଡଣ୍ଡ୍ ପାଇବା ଜାଗାଇ ନିଆଅଇସି । ଜଗତେରଇବା ଲକ୍ମନ୍, ସବୁ ତିଆର୍ ନ ଅଇବା ଆଗ୍ତୁ, ଜାର୍ ନାଉଁ ଜିବନ୍ରଇବା ବଇଟାନେ ଲେକାଅତ୍ନାଇ, ସେମନ୍ ସେ ପସୁକେ ଦେକି କାବାଅଇଜିବାଇ । କାଇକେବଇଲେ ସେ ଆଗ୍ତୁ ବଁଚିରଇଲା, ଏବେ ଆରି ସେଟା ବଁଚିରଏନାଇ । ମାତର୍ ସେଟା ଆରିତରେକ୍ ଆଇସି ।