୨ ତେସଲନିକିୟ 1:10 - ସତିଅର୍ ବାଟ୍ ନୁଆ ନିୟମ୍ 202010 ସେଦିନେ ମାପ୍ରୁ ତାର୍ ଲକ୍ମନର୍ ଟାନେଅନି ଆରି ସବୁ ଲକ୍ମନର୍ ଟାନେଅନି ଡାକ୍ପୁଟା ଅଇ ସନ୍ମାନ୍ ପାଇସି । ଏମନର୍ ବିତ୍ରେ ତମେ ମିସା ମିସ୍ସା । କାଇକେବଇଲେ ଆମେ ଜନ୍ କବର୍ ଦେଇରଇଲୁ, ସେଟା ତମେ ବିସ୍ବାସ୍ କଲାସ୍ ଆରି ମାନ୍ଲାସ୍ । အခန်းကိုကြည့်ပါ။ |
ଆମର୍ ବିସ୍ବାସ୍ଟାନେ କେ ନାଜାନ୍ଲା ପାରା ବିସଇ ଲୁଚିକରି ଆଚେ । ସେନ୍ତାରି ନଏଁ ବଲି କେ କଇନାପାରତ୍ । “ ଜିସୁକିରିସ୍ଟ ନର୍ ରୁପ୍ ଦାରି ଆଇଲା । ସେ ନିଜେ ପର୍ମେସରର୍ ପଅ ବଲି ସୁକଲ୍ ଆତ୍ମା କାତାଦେଲା ଆଚେ । ଦୁତ୍ମନ୍ ତାକେ ଦେକ୍ଲାଇ । ତାର୍ ବିସଇର୍ ସତ୍ କବର୍ ଗୁଲାଇ ରାଇଜେ ଜାନାଇଲାଇ । ସବୁ ଜାଗାର୍ କେତେକ୍ କେତକ୍ ଲକ୍ମନ୍ ତାକେ ବିସ୍ବାସ୍ କଲାଇ । ପର୍ମେସର୍ ତାକେ ସର୍ଗେ ନେଲା ।”
ଏବେ ସର୍ଗେ ମର୍ପାଇ ଜିତ୍ଲା ମୁକୁଟ୍ ସଙ୍ଗଇଆଚେ । ଏ ମୁକୁଟ୍ ପର୍ମେସରର୍ ମୁଆଟେ ମୁଇ ଦରମ୍ ସଙ୍ଗ୍ ଚଲାଚଲ୍ତି କଲାର୍ପାଇ ଆଚେ । ମାପ୍ରୁ ଜେ କି କାକେ ଅନିଆଇ ନ କରି ବିଚାର୍ କର୍ସି, ତାର୍ ବିଚାର୍ନା ଦିନେ ସେ ମୁକୁଟ୍ ମକେ ପୁରୁସ୍କାର୍ ଇସାବେ ଦେଇସି । ସେଟା ଅବ୍କା ମର୍ପାଇ ନାଇ, ମାତର୍ ଜେତ୍କି ଲକ୍ ସେ ବାଉଡି ଆଇବାଟା ଜାଗିଆଚତ୍, ସେମନ୍କେ ସବୁକେ ଦେଇସି ।