୨ ତେସଲନିକିୟ 1:11 - ସତିଅର୍ ବାଟ୍ ନୁଆ ନିୟମ୍ 202011 ତମ୍କେ ଜେନ୍ତି ଜିଉନା କାଉନା କର୍ବାପାଇ ପର୍ମେସର୍ ବାଚ୍ଲା ଆଚେ, ସେନ୍ତାରି ଚଲାଚଲ୍ତି କରାଇବାକେ ଆମେ ପର୍ମେସର୍କେ ଗୁଆରି କଲୁନି । ସେ ତାର୍ ବପୁସଙ୍ଗ୍ ସବୁ ଆସା କର୍ବା ସତ୍ ପୁରାପୁରୁନ୍ କରି ତମର୍ ବିସ୍ବାସ୍ ଡାଁଟ୍ କର । ସେଟାର୍ପାଇ ଆମେ ସବୁବେଲେ ତମର୍ଲାଗି ପାର୍ତନା କଲୁନି । အခန်းကိုကြည့်ပါ။ |
ଚନେକର୍ ଆଇବା ଦୁକ୍କସ୍ଟ ମୁର୍ଚି ସାରାଇଲେ, ତମ୍କେ ପର୍ମେସର୍ କାଇ ଦସ୍ ନ ରଇବା, ତାର୍ ସିଦ୍ ଲକ୍ କରାଇସି । ତମର୍ ବିସ୍ବାସ୍ ଡାଟ୍ ଅଇବାକେ ସେ ତମ୍କେ ବପୁ ଦେଇସି । ଆରି ତମ୍କେ ନିକ କୁନାଦି ପାରା ତିଆର୍ କର୍ସି । କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ପାଇ, ତାର୍ ନ ସାର୍ବା ମଇମାତେଇ ମିସ୍ବାକେ ତମ୍କେ ଡାକ୍ଲାଆଚେ । ସେ ତମ୍କେ ଜିବନ୍ ଦୁକାଇ ଦୟା କରି ଏ ସବୁ ବିସଇ କଲାଆଚେ ।