2 ଆମର୍ ବାବା ପର୍ମେସର୍ ଆରି ମାପ୍ରୁ ଜିସୁକିରିସ୍ଟ ତମ୍କେ ଜିବନ୍ ଦୁକାଇ ସାନ୍ତି ଦେଅ ।
ରମେ ରଇବା ସବୁ ଲକ୍କେ ଏ ଚିଟି ଲେକ୍ଲିନି । କାଇକେବଇଲେ ତମ୍କେ ପରମେସର୍ ଆଲାଦ୍ କଲାନି । ଆରି ତାର୍ ନିଜର୍ ଲକ୍ ଅଇବାକେ ଡାକି ଆଚେ । ଆମର୍ ବାବା ପରମେସର୍ ଆରି ମାପ୍ରୁ ଜିସୁକିରିସ୍ଟ ତମ୍କେ ଜିବନ୍ ଦୁକାଇ ସାନ୍ତି ଦେଅ ।
ଆମର୍ ବାବା ପର୍ମେସର୍ ଆରି ଜିସୁ କିରିସ୍ଟ ତମ୍କେ ଜିବନ୍ ଦୁକାଇ ସାନ୍ତି ଦେଅ ।
ଜେନ୍ତିକି ଆମର୍ ମାପ୍ରୁ ଜିସୁ ଆଇବା ଦିନେ ତମ୍କେ କାଇ ମିସା ନିନ୍ଦା ନ ଅ । ଏଟାର୍ପାଇ ମାପ୍ରୁ ତମ୍କେ ସାରାସାରି ଜାକ ମିସା ତବିର୍ କରି ସଙ୍ଗଇସି ।
ଏ ବାଇବଇନିମନ୍ ତମର୍ପାଇ ଆମେ ପର୍ମେସର୍କେ ସବୁବେଲେ ଦନିଅବାଦ୍ ଦେବା କାତା । ଏଟା ଟିକ୍ ବିସଇ । କାଇକେବଇଲେ ତମର୍ ବିସ୍ବାସ୍ ଅଦିକ୍ ଅଦିକ୍ ଅଇଲାନି । ଆରି ତମର୍ ନିଜର୍ ନିଜର୍ ବିତ୍ରେ ସବୁଲକ୍କେ ଆଲାଦ୍ ବଡିଗାଲାନି ।