୨ ତେସଲନିକିୟ 1:6 - ସତିଅର୍ ବାଟ୍ ନୁଆ ନିୟମ୍ 20206 ଜନ୍ଟା ଟିକ୍, ସେଟା ପର୍ମେସର୍ ପୁରାପୁରୁନ୍ କର୍ସି । ଜନ୍ଲକ୍ମନ୍ ଏବେ ତମ୍କେ କସ୍ଟ ଦେଲାଇନି, ସେମନ୍ କସ୍ଟ ପାଇବାଇ । အခန်းကိုကြည့်ပါ။ |
ଜିଉଦି ନ ଅଇଲା ଲକ୍ମନ୍ ବେସି ରିସା ଅଇଜାଇରଇଲାଇ ।” କାଇକେବଇଲେ ଏବେ ରିସା ଅଇବା ପାଲି ତମର୍ଟା । ଏବେ ମଲା ଲକ୍ମନର୍ ବିଚାର୍ ଅଇସିବେ । ବବିସତ୍ବକ୍ତାମନ୍ ଜେ କି ତମର୍ ଦାଙ୍ଗ୍ଡା ଅଇରଇଲାଇ, ସେମନ୍କେ ପୁରୁସ୍କାର୍ ଦେବା ବେଲା କେଟ୍ଲା । ତକେ ଜେତ୍କି ନାମ୍ବା ଲକ୍, ବଡ୍ସାନ୍ ସମାନ୍ ଅଇକରି ଦର୍ତନିକେ ବିନାସ୍ କରିରଇବା ଲକ୍ମନ୍ ଏବେ ନିଜେ ବିନାସ୍ ଅଇବାଇ ।