୨ ତେସଲନିକିୟ 1:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 ପର୍ମେସର୍ ତମର୍ ଦୁକ୍ କସ୍ଟ ଅଇବାଟା ସାରାଇକରି ଆମ୍କେ ମିସା ସାନ୍ତି ଦେଇସି । ଜେଡେବେଲେ ମାପ୍ରୁ ଜିସୁ ସର୍ଗେଅନି ତାର୍ ବପୁର୍ ଦୁତ୍ମନର୍ ମଜାଇ ବପୁଅଇ ଆଇସି, ପର୍ମେସର୍ ଏ କାମ୍ ପୁରାପୁରୁନ୍ କର୍ସି । အခန်းကိုကြည့်ပါ။ |
ସଦମ୍ ଗମ୍ରା ଆରି ତାର୍ ଚାରିବେଟ୍ତି ରଇବା ନଅର୍ମନର୍ ବିସଇ ଏତାଇଦେକା । ନ ଲିବ୍ବା ଜଇଟାନେ ଡଣ୍ଡ୍ ଇସାବେ ସେମନ୍ ଜେତ୍କି ଦୁକ୍ କସ୍ଟ ପାଇଲାଇ, ସେଟା ସବୁଲକର୍ପାଇ ଗଟେକ୍ ଜାଗ୍ରତ୍ ଅଇରଇବା ବିସଇ । ସେମନ୍ ଅବ୍କା ପାଦ୍ରା ପାଦ୍ରି କାମ୍ସେ କରତ୍ନାଇ ମାତର୍ ମନସ୍ ମନସ୍ ବିତ୍ରେ ମାଇଜି ମାଇଜି ବିତ୍ରେ ବେସିଆ କାମ୍ କର୍ତେ ରଇଲାଇ ।
ତାର୍ପଚେ ସର୍ଗେଅନି ମୁଇ ଏନ୍ତାରି ସୁନ୍ଲି । “ଏଟା ଲେକି ସଙ୍ଗଇର । ଏବେଅନି ମାପ୍ରୁଟାନେ ମିସ୍ଲାପଚେ ମରିଜିବାଇ ସେ ଲକ୍ମନ୍ କେଡେକ୍ କରମର୍ ଲକ୍ । ଉଁ ବଲି ଆତ୍ମା କଇଲାନି । ଏଟା ସତଇସେ ଗଟ୍ସି, ତାକର୍ ଆବଡ୍ କାମେଅନି ଚନେକ୍ ପୁଣ୍ଡ୍ବାକେ ସେଟା ତାକର୍ ବେଲା ରଇସି । କାଇକେବଇଲେ ସେମନ୍ କରିରଇବା ନିକ କାମର୍ ଲାଗି ସେମନ୍ ପୁରୁସ୍କାର୍ ପାଇବାଇ ।”