5 ମୁଇ ତମର୍ ସଙ୍ଗ୍ ରଇଲାବେଲେ ତର୍କେ ତର୍ ଏ ସବୁ ବିସଇ ଏତାଇ ଦେଇତେ ରଇଲି । ସେଟା କାଇ ତମର୍ ମନେ ନାଇ କି ?
ଏବେ ଜାକ ତମେ ବୁଜାସ୍ ନାଇ କି ? ପାଁଚ୍ ଅଜାର୍ ଲକ୍ମନର୍ ବିତ୍ରେ ମୁଇ ପାଁଚ୍ଟା ରୁଟି ବାଟାକରି ରଇବା କାତା ତମେ କାଇ ପାସ୍ରି ଗାଲାସ୍ କି ? ସେଡ୍କିବେଲେ ତମେ କେତେଟା ଡାଲାଇ ବର୍ତି କରି ରଇଲାସ୍ ?
ଆଁକି ରଉ ରଉ ଦେକାସ୍ ନାଇ ? ଆରି, କାନ୍ ରଉ ରଉ ସୁନାସ୍ ନାଇ ? ଆମର୍ଟାନେ ଜେଡେବେଲେ କାଇବାକେ ଉନା ରଇଲା, ସେ ବେଲେ ମୁଇ କାଇଟା କରିରଇଲି ? ସେ ବିସଇ ତମେ ଏତାଆସ୍ ନାଇକି ?
ଏବେ ମୁଇ ଏ ସବୁ କାତା କଇଲିନି । ସେଟାର୍ ପାଇ ଏ ସବୁ ଗଟ୍ନାମନ୍ ଗଟ୍ବା ବେଲା କେଟ୍ଲେ ମୁଇ କଇଲା କାତା ଏତାଇସା । ଆରାମେ ଅନି ମୁଇ ତମର୍ ସଙ୍ଗ୍ ରଇଲି ଜେ ଏ ସବୁ କାତା କଇ ନ ରଇଲି ।”
ସେ ବେଲେ ତମେ ଜାଗ୍ରତ୍ ଅଇ ରୁଆ । ମୁଇ ତିନ୍ ବରସ୍ ଜାକ ଦିନ୍ ରାତି ଆଁସୁପାନି ଜରାଇ, ତମ୍କେ ଗଟେକ୍ ଗଟେକ୍ କରି, ସବୁ ଲକ୍କେ ସିକାଇ ଆଚି, ଏ କାତା ଏତାଇରୁଆ ।”
ଇଁସାତଲା ଅଇବାଟା, ମାତୁଆଲ୍ ଅଇବାଟା, ମଜାମଜ୍ଲିସ୍ ଅଇବାଟା, ଏ ସବୁ କାମ୍ମନ୍ ମୁଇ ଆଗ୍ତୁ ଜେନ୍ତି ତମ୍କେ କଇରଇଲି, ସେଟାର୍ ପାଇ ଆରିତରେକ୍ କଇଦେଲିନି ଜେ, ଜନ୍ ଲକ୍ମନ୍ ଏନ୍ତାରି କାମ୍ କର୍ବାଇ, ସେମନ୍ ପରମେସରର୍ ରାଇଜେ ପୁର୍ବା ଅଦିକାର ପାଇ ନାପାରତ୍ ।
ତମେତା ଜାନାସ୍ । ବାବା ଜେନ୍ତି ନିଜର୍ ପିଲାମନ୍କେ ଚଲାଚଲ୍ତି କର୍ତା, ଆମେ ମିସା ସମାନ୍ ସେନ୍ତାରିସେ ଚଲାଚଲ୍ତି କରିରଇଲୁ ।
ଆମେ ତମର୍ସଙ୍ଗ୍ ରଇଲା ବେଲେ, ବେସି ଆଗେଅନି ଆମ୍କେ ଦୁକ୍କସ୍ଟ ଆଇସି ବଲି ପୁର୍ବେଅନି ଜାନାଇ ଦେଇରଇଲୁ । ଏବେ ତମେ ଜାନ୍ଲାସ୍ନି, ଟିକ୍ ସେଟାସେ ଗଟ୍ଲା ।
ଅଇଲେମିସା ସେ ବିପଦ୍ ଏବେ ନ ଗଟେତା । କାଇକେବଇଲେ ତାର୍ସଙ୍ଗ୍ ଜୁଜ୍ବାକେ ଏବେ ଗଟେକ୍ ବପୁ ଆଚେ । ସେଟା କାଇ ତମେ ଜାନାସ୍ କି ? ସମାନ୍ ବେଲାଇ ସେ କାରାପ୍ ଲକ୍ ବାରଇସି ।
ତମର୍ ସଙ୍ଗ୍ ରଇଲାବେଲେ ଆମେ ତମ୍କେ କଇରଇଲୁ, ଜନ୍ ଲକ୍ ପାଇଟି କାବାଡ୍ ନ କରେ, ସେ ବାତ୍ପେଜ୍ ନ କାଅ ।
ଏ ସବୁ ବିସଇ ତମ୍କେ ଏତାଇଦେବାକେ ମୁଇ ବେସି ଆବଡ୍ ଅଇଲିନି । ଜେନ୍ତାରିକି ମୁଇ ମଲାପଚେ ମିସା ଏ ସବୁ ବିସଇ ଏତାଇସା ।