6 ଅଇଲେମିସା ସେ ବିପଦ୍ ଏବେ ନ ଗଟେତା । କାଇକେବଇଲେ ତାର୍ସଙ୍ଗ୍ ଜୁଜ୍ବାକେ ଏବେ ଗଟେକ୍ ବପୁ ଆଚେ । ସେଟା କାଇ ତମେ ଜାନାସ୍ କି ? ସମାନ୍ ବେଲାଇ ସେ କାରାପ୍ ଲକ୍ ବାରଇସି ।
ଜନ୍ ପାପି ଲକ୍ମନ୍ ନିଜର୍ କାରାପ୍ କାମେଅନି ସତ୍ ବିସଇ ଅଟ୍କାଇବାଇ, ସେମନର୍ ବିରଦେ ସର୍ଗେଅନି ପରମେସରର୍ ରିସା ଦେକାଇ ଅଇସି ।
କେ ମିସା ସେନ୍ତାରିକରି ତମ୍କେ ବୁଲ୍ ବାଟେ ନ ନେଅ । କାଇକେବଇଲେ ପର୍ତୁମ୍ ଦରମର୍ ପାଇ ବିରଦ୍ ଅଇସି । ତାର୍ପଚେ ବିନାସ୍ କରୁ ଜେ କି ପାପି ମୁନୁସ୍ ଆଇବା ଦର୍କାର୍ । ସେ ପାପି ମୁନୁସ୍ ନ ସାର୍ବା ମରନେ ଜାଇସି ।
କାଇକେବଇଲେ ଏବେ ମିସା ଲୁଚ୍ତେ ଅନିଆଇର୍ ପାପ୍ କାମ୍ ଚାଲିଆଚେ । ଜନ୍ କାରାପ୍ ଲକ୍ ମାପ୍ରୁର୍ ବାଟେ ଜିବା ଲକ୍ମନ୍କେ ବିରଦ୍ କଲାନି, ସେ ଲକ୍ ବିନାସ୍ ନ ଅଇବା ଜାକ, ଏଟା ଏନ୍ତିସେ ଅଇତେରଇସି ।
ସେଡ୍କିବେଲେ ସେ କାରାପ୍ ଲକ୍ ଦେକାଇ ଅଇସି । ତାକେ ମାପ୍ରୁ ଜିସୁ ତାର୍ ନିଜର୍ ଟଣ୍ଡେଅନି ବାରଇବା ପୁଣ୍ଡା ସଙ୍ଗ୍ ନାସ୍ କର୍ସି । ଆରି ତରେକ୍ ସେ ଡାକ୍ପୁଟା ସଙ୍ଗ୍ ଆଇବାବେଲେ ସେ କାରାପ୍ ଲକ୍ ବିନାସ୍ ଅଇଜାଇସି ।