୨ ତେସଲନିକିୟ 2:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 କାଇକେବଇଲେ ଏବେ ମିସା ଲୁଚ୍ତେ ଅନିଆଇର୍ ପାପ୍ କାମ୍ ଚାଲିଆଚେ । ଜନ୍ କାରାପ୍ ଲକ୍ ମାପ୍ରୁର୍ ବାଟେ ଜିବା ଲକ୍ମନ୍କେ ବିରଦ୍ କଲାନି, ସେ ଲକ୍ ବିନାସ୍ ନ ଅଇବା ଜାକ, ଏଟା ଏନ୍ତିସେ ଅଇତେରଇସି । အခန်းကိုကြည့်ပါ။ |
ଆମର୍ ବିସ୍ବାସ୍ଟାନେ କେ ନାଜାନ୍ଲା ପାରା ବିସଇ ଲୁଚିକରି ଆଚେ । ସେନ୍ତାରି ନଏଁ ବଲି କେ କଇନାପାରତ୍ । “ ଜିସୁକିରିସ୍ଟ ନର୍ ରୁପ୍ ଦାରି ଆଇଲା । ସେ ନିଜେ ପର୍ମେସରର୍ ପଅ ବଲି ସୁକଲ୍ ଆତ୍ମା କାତାଦେଲା ଆଚେ । ଦୁତ୍ମନ୍ ତାକେ ଦେକ୍ଲାଇ । ତାର୍ ବିସଇର୍ ସତ୍ କବର୍ ଗୁଲାଇ ରାଇଜେ ଜାନାଇଲାଇ । ସବୁ ଜାଗାର୍ କେତେକ୍ କେତକ୍ ଲକ୍ମନ୍ ତାକେ ବିସ୍ବାସ୍ କଲାଇ । ପର୍ମେସର୍ ତାକେ ସର୍ଗେ ନେଲା ।”