10 ତମର୍ ସଙ୍ଗ୍ ରଇଲାବେଲେ ଆମେ ତମ୍କେ କଇରଇଲୁ, ଜନ୍ ଲକ୍ ପାଇଟି କାବାଡ୍ ନ କରେ, ସେ ବାତ୍ପେଜ୍ ନ କାଅ ।
ଜିସୁ ସେମନ୍କେ କଇଲା, “ମସାର୍ ନିୟମ୍ ଆରି ବବିସତ୍ବକ୍ତାମନ୍ କଇଲା କାତା ଆରି ଗିତ୍ସଙ୍ଗିତା ବଇଟାନେ କାଇକାଇଟା ଲେକା ଅଇଲାଆଚେ ସେ ସବୁ, ସତ୍ ଅଇବାର୍ ରଇଲା । ମୁଇ ତମର୍ ସଙ୍ଗ୍ ରଇଲାବେଲେ ଏ ସବୁ କାତା ତମ୍କେ କଇରଇଲି ।”
ଏବେ ମୁଇ ଏ ସବୁ କାତା କଇଲିନି । ସେଟାର୍ ପାଇ ଏ ସବୁ ଗଟ୍ନାମନ୍ ଗଟ୍ବା ବେଲା କେଟ୍ଲେ ମୁଇ କଇଲା କାତା ଏତାଇସା । ଆରାମେ ଅନି ମୁଇ ତମର୍ ସଙ୍ଗ୍ ରଇଲି ଜେ ଏ ସବୁ କାତା କଇ ନ ରଇଲି ।”
ସେମନ୍ ଆସି କେଟ୍ଲାକେ ପାଉଲ୍ କଇଲା, “ରମିୟ ରାଇଜର୍ ଆସିଆଇ କେଟ୍ଲା ପର୍ତୁମ୍ ଦିନେଅନି, କେନ୍ତି ତମର୍ ସଙ୍ଗ୍ ବେସି ବେଲା କାଟାଇଲି ଆଚି, ସେଟା ତମେ ଜାନିଆଚାସ୍ ।
ଆମେ ତମର୍ସଙ୍ଗ୍ ରଇଲା ବେଲେ, ବେସି ଆଗେଅନି ଆମ୍କେ ଦୁକ୍କସ୍ଟ ଆଇସି ବଲି ପୁର୍ବେଅନି ଜାନାଇ ଦେଇରଇଲୁ । ଏବେ ତମେ ଜାନ୍ଲାସ୍ନି, ଟିକ୍ ସେଟାସେ ଗଟ୍ଲା ।
ଆରି ତମ୍କେ ପୁର୍ବେ ଦିଆଅଇରଇବା ଆଦେସ୍ ଇସାବେ ତମେ ସାନ୍ତିସଙ୍ଗ୍ ରଇକରି ନିଜର୍ ନିଜର୍ କାମେ ଲାଗିରୁଆ, ପାଇଟି କାବାଡ୍ କରି ରୁଆ । ଏଟାର୍ପାଇ ଆମେ ତମ୍କେ ବାବୁଜିଆ କଲୁନି ।
ମୁଇ ତମର୍ ସଙ୍ଗ୍ ରଇଲାବେଲେ ତର୍କେ ତର୍ ଏ ସବୁ ବିସଇ ଏତାଇ ଦେଇତେ ରଇଲି । ସେଟା କାଇ ତମର୍ ମନେ ନାଇ କି ?