12 ମାପ୍ରୁ ଜିସୁକିରିସ୍ଟର୍ ନାଉଁ ଦାରି ଆମେ ସେ ଲକ୍ମନ୍କେ ଜାଗ୍ରତ୍କରି ଆଦେସ୍ଦେଲୁନି, ସେମନ୍ ସେନ୍ତାରି କର୍ବାଟା ଚାଡିଦେସ୍ । ଜେନ୍ତାରିକି ନିଜର୍ ପେଟର୍ପାଇ କାଦି ପାଇବାକେ ପାଇଟି କରତ୍ ।
ସବୁଦିନ୍ ଆମ୍କେ ଆମର୍ ଦର୍କାର୍ ରଇଲା କାଦି କାଇବାକେ ଦିଆ ।
ଜେ ଚରାଇତେ ରଇଲା, ସେ ଆରି ନ ଚର୍ ଅଅ । ମାତର୍ ନିଜେ ତାର୍ ଜିଉନା କାଉନାର୍ ପାଇ କାଇଆଲେ ନିକ କାମ୍ କର । ସେନ୍ତାର୍ଆଲେ ଅର୍କିତ୍ ଲକ୍ମନ୍କେ ଦେବାକେ ତାର୍ଟାନେ କାଇଟା ମିସା ରଇସି ।
ତେବେ ଏ ବାଇମନ୍ ସାରାସାରି ବେଲାଇ କେନ୍ତାରି ଚଲାଚଲ୍ତି କଲେ ପର୍ମେସର୍ ସାର୍ଦା ଅଇସି, ସେ ବିସଇ ତମେ ଆମର୍ଟାନେଅନି ସିକିଆଚାସ୍ । ଆରି ସେନ୍ତାରିସେ ଚଲାଚଲ୍ତି କଲାସ୍ନି । ତମେ ଜେନ୍ତାରି କଲାସ୍ନି, ସେ ଇସାବେ ଆରି ଆଗ୍ତୁ ଆଗ୍ତୁ ଜିବାକେ ଆମେ ତମ୍କେ ମାପ୍ରୁ ଜିସୁର୍ ନାଉଁଦାରି ବାବୁଜିଆ କରି ସାର୍ଦା କରାଇଲୁନି ।
ଆରି ତମ୍କେ ପୁର୍ବେ ଦିଆଅଇରଇବା ଆଦେସ୍ ଇସାବେ ତମେ ସାନ୍ତିସଙ୍ଗ୍ ରଇକରି ନିଜର୍ ନିଜର୍ କାମେ ଲାଗିରୁଆ, ପାଇଟି କାବାଡ୍ କରି ରୁଆ । ଏଟାର୍ପାଇ ଆମେ ତମ୍କେ ବାବୁଜିଆ କଲୁନି ।
କାର୍ ଗରେ ମିସା ଉଜେ ଉଜେ ମାଙ୍ଗି ନ କାଇତେରଇଲୁ । ତମର୍ ବିତ୍ରେ କାର୍ମିସା ବଜ୍ ପାରା ନ ଅଇ ରଇକରି କସ୍ଟ ପାଇ, ଆବଡ୍ ପାଇଟି କରି ଦିନ୍ରାତି କାମ୍ କର୍ତେରଇଲୁ ।
ରାଜା ମନ୍କେ ଆରି ଅଦିକାରେ ରଇକରି ସାସନ୍ କର୍ବା ଲକ୍ମନର୍ପାଇ ପାର୍ତନା କରା । ସେନ୍ତାରି କଲେ କାଇଟା ନ ଅଇତେ ସାନ୍ତିସଙ୍ଗ୍ ରଇପାର୍ସା । ଆରି ଆମେ କାକେ ନ ଡର୍ତେ ପର୍ମେସର୍କେ ପାର୍ତନା କରି ତାର୍ ମନ୍ କଲା ଇସାବେ ଚଲାଚଲ୍ତି କରିପାର୍ବୁ ।