୨ ତେସଲନିକିୟ 3:14 - ସତିଅର୍ ବାଟ୍ ନୁଆ ନିୟମ୍ 202014 ଏ ଚିଟିଲଗେ ତମ୍କେ ଜନ୍ କବର୍ପାଟାଇଲୁ ଆଚୁ, କେନ୍ତି ଆଲେ ତମର୍ ବିତ୍ରେଅନି କେ ମିସା ସେଟା ମାନ୍ବାକେ ମନ୍ ନ କରେ, ସେନ୍ତାରି ଲକ୍କେ ଚିନିରୁଆ ଆରି ତାର୍ସଙ୍ଗ୍ ମିସିବିଡି ରଇବାଟା ଚାଡି ଦିଆସ୍ । အခန်းကိုကြည့်ပါ။ |
ତମର୍ ମୁକିଅ ଲକ୍ମନର୍ କାତା ମାନିକରି ଆଦେସ୍ ଦେଲାଟା କରା । ସେମନ୍ ଜାଗୁଆଲ୍ମନର୍ ପାରା ନ ତାକିକରି ତମର୍ ଆତ୍ମାମନ୍କେ ଜତନ୍ କଲାନି । କାଇକେବଇଲେ ସେମନ୍କେ ତାକର୍ କରିରଇବା କାମ୍ ପର୍ମେସର୍ କେ ଇସାବ୍ ଦେବାକେ ପଡ୍ସି । ତମେ ଜଦି ତାକର୍ କାତା ମାନ୍ସା, ସେମନ୍ ସାର୍ଦା ସଙ୍ଗ୍ ସେବା କାମ୍ କର୍ବାଇ । ତମେ ତାକର୍ କାତା ନ ମାନ୍ଲେ, ସେମନ୍ ଦୁକ୍ ଅଇବାଇ । ତେବେ ତମ୍କେ କାଇ ସାଇଜ ନଏଁ ।