୨ ତେସଲନିକିୟ 3:2 - ସତିଅର୍ ବାଟ୍ ନୁଆ ନିୟମ୍ 20202 ଜେନ୍ତାରି କି ପର୍ମେସର୍ ଆମ୍କେ ପଟ୍କାର୍ ଆରି କୁଟିଆଲ୍ ଲକ୍ମନର୍ ଟାନେଅନି ରକିଆ କର । କାଇକେବଇଲେ, ସବୁଲକ୍ ମାପ୍ରୁର୍ ବାକିଅ ବିସ୍ବାସ୍ କରତ୍ ନାଇ । ଏଟାର୍ପାଇ ଆରିତରେକ୍ ପାର୍ତନା କରା । အခန်းကိုကြည့်ပါ။ |
ଏଇ କୁଟିଆଲ୍ ଦରମ୍ଗୁରୁମନ୍ ଆରି ପାରୁସିମନ୍, ତମର୍ ଦସା କେଡେ ଇନସ୍ତା ଆରି କାକୁର୍ତି ଅଇସି ! ତମେ ପର୍ମେସରର୍ ପାଇ ବଲି ସାନ୍ ସାନ୍ ଜିନିସ୍ ଅଇଲେ ମିସା ଦସ୍ବାଗ୍ ଅନି ବାଗେକ୍ ଦାନ୍ କର୍ସା, ମାତର୍ ନିଆଇ, ଦୟା, ବିସ୍ବାସ୍ ଏନ୍ତି ମୁକିଅ ମୁକିଅ ବିସଇର୍ ନିୟମର୍ ସିକିଆ ଏଲା କଲାସ୍ନି । ପୁର୍ବର୍ ମୁକିଅ ବିସଇ ଏଲା ନ କରି, ଏ ସବୁଜାକ ଆଗ୍ତୁଅନିସେ ଅବିଆସ୍ କର୍ବାର୍ ରଇଲା ।
ଏପିସି ସଅରେ ମୁଇ ବେସି କସ୍ଟ ପାଇଲି । କାଇକେବଇଲେ ଜନ୍ ଲକ୍ମନ୍ ମକେ ବିରଦ୍ କଲାଇ, ସେମନର୍ ସଙ୍ଗ୍ ଡଙ୍ଗ୍ରେ ରଇବା ପସୁମନର୍ ପାରା ଜୁଜିରଇଲି । ତେଇ ଆମେ ଜେନ୍ତି କସ୍ଟ ପାଇତେରଇଲୁ, ସେନ୍ତାରି ଅଇଲାକେ ଆମ୍କେ କାଇ ଲାବ୍ ମିଲ୍ଲା ? ଜଦି ମଲା ଲକ୍ମନ୍କେ ନ ଉଟାଏ, ତେବେ ଏନ୍ତାରି କଇବାଟା ନିକ ରଇସି । “ଆସା ଆମେ ବଜିକରି କାଉଁ, କାଇକେବଇଲେ ଆମେ କାଲିକେ ମର୍ବାର୍ ଅଇସିବେ ।”
ସେ ବିଚାର୍ନା ଜାଗାଇ ଜେତ୍କି ଜିଉଦି ନ ଅଇଲା ଲକ୍ମନ୍ ରୁଣ୍ଡିରଇଲାଇ, ସେମନ୍କେ ସବୁକେ ଜିସୁକିରିସ୍ଟର୍ ସୁବ୍କବର୍ ଜେନ୍ତାରିକି ମୁଇ ପୁରାପୁରୁନ୍ ବାବେ ଜାନାଇପାର୍ବି, ସେଟାର୍ପାଇ ମାପ୍ରୁ ମର୍ସଙ୍ଗ୍ ରଇକରି ମକେ ବପୁଦେଲାଆଚେ । ସେ ବିଚାର୍ନାର୍ ସାରାସାରି ମକେ କାଇବାକେ ଆସିରଇବା ଗଟେକ୍ ସିଅଁର୍ ଟାନେଅନି ରକିଆ କଲାପାରା ମାପ୍ରୁ ରକିଆ କଲା ।